ଇସ୍କନ ମନ୍ଦିର ସାମ୍ନାରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା । ଲୁଟର ଚିତ୍ର ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜ ଆଧାରରେ ଲୁଟେରାଙ୍କୁ ଖୋଜୁଛି ନୟାପଲ୍ଲୀ ଥାନା ପୁଲିସ । ସୂଚନା ଅନୁଯାୟୀ, ଦୁଇ ଜଣ ଯୁବତୀ ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରେ ଚାଲିଚାଲି ଯାଉଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରା ଗୋଟିଏ ବାଇକରେ ଆସି ଜଣେ ଯୁବତୀଙ୍କ ହାତରୁ ମୋବାଇଲ ଫୋନ୍ ଛଡାଇ ନେଇଥିଲେ । ଯାହାର ସମସ୍ତ […]

ଭୁବନେଶ୍ବର: ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା । ଲୁଟର ଚିତ୍ର ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜ ଆଧାରରେ ଲୁଟେରାଙ୍କୁ ଖୋଜୁଛି ନୟାପଲ୍ଲୀ ଥାନା ପୁଲିସ ।

ଆହୁରି ପଢ଼ନ୍ତୁ: ଶାଢ଼ୀ ପାଇଁ ସ୍ୱାମୀକୁ ହତ୍ୟା କଲା ପତ୍ନୀ: ପ୍ରେସର କୁକର ଢାଙ୍କୁଣିରେ ପିଟିବା ପରେ ତଣ୍ଟି ଚିପି ନେଲା ଜୀବନ

ସୂଚନା ଅନୁଯାୟୀ, ଦୁଇ ଜଣ ଯୁବତୀ ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରେ ଚାଲିଚାଲି ଯାଉଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରା ଗୋଟିଏ ବାଇକରେ ଆସି ଜଣେ ଯୁବତୀଙ୍କ ହାତରୁ ମୋବାଇଲ ଫୋନ୍ ଛଡାଇ ନେଇଥିଲେ । ଯାହାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଏ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜ୍ ଆଧାରରେ ପୁଲିସ ଛାନଭିନ୍ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

20 Feb 2024 By The Sakala

ଇସ୍କନ ମନ୍ଦିର ସାମ୍ନାରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା

ଭୁବନେଶ୍ବର: ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା । ଲୁଟର ଚିତ୍ର ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜ ଆଧାରରେ ଲୁଟେରାଙ୍କୁ ଖୋଜୁଛି ନୟାପଲ୍ଲୀ ଥାନା ପୁଲିସ ।

ସୂଚନା ଅନୁଯାୟୀ, ଦୁଇ ଜଣ ଯୁବତୀ ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରେ ଚାଲିଚାଲି ଯାଉଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରା ଗୋଟିଏ ବାଇକରେ ଆସି ଜଣେ ଯୁବତୀଙ୍କ ହାତରୁ ମୋବାଇଲ ଫୋନ୍ ଛଡାଇ ନେଇଥିଲେ । ଯାହାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଏ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜ୍ ଆଧାରରେ ପୁଲିସ ଛାନଭିନ୍ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର