ଭିଜିଲାନ୍ସ ଜାଲରେ RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ , ଏକକାଳୀନ ୮ଟି ସ୍ଥାନରେ ଚଢାଉ ଜାରି

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। RWSS ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ରେଡ଼ ଚାଲିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, କେନ୍ଦ୍ରାପଡା, ଉଦଳା ଓ ମୟୁରଭଞ୍ଜ ସମେତ ଏକକାଳୀନ ୮ ଟି ସ୍ଥାନରେ ଚଢାଉ ଜାରି ରହିଛି। ଆଇଗିଣୀଆରେ ଥିବା ୩ ମହଲା ଘର, ପତ୍ରପଡା ବ୍ଲୁ ହିଲ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଚଢାଉ ଚଲିଥିବା ବେଳେ ଖଣ୍ଡଗିରି ମାର୍କେଟ […]

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। RWSS ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ରେଡ଼ ଚାଲିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, କେନ୍ଦ୍ରାପଡା, ଉଦଳା ଓ ମୟୁରଭଞ୍ଜ ସମେତ ଏକକାଳୀନ ୮ ଟି ସ୍ଥାନରେ ଚଢାଉ ଜାରି ରହିଛି। ଆଇଗିଣୀଆରେ ଥିବା ୩ ମହଲା ଘର, ପତ୍ରପଡା ବ୍ଲୁ ହିଲ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଚଢାଉ ଚଲିଥିବା ବେଳେ ଖଣ୍ଡଗିରି ମାର୍କେଟ କମ୍ପ୍ଲେକ୍ସ ରେ ନିର୍ମାନାଧୀନ ଦୋକାନରେ ଛାପା ମାରୁଛି ଭିଜିଲାନ୍ସ । ଏହି ଚଢାଉରେ ଜଣେ ଆଡିସନାଲ SP, ୮ DCP, ୫ ଇନିସ୍‌ପେକ୍ଟର ଓ ୧୨ ଅଫିସର ସାମିଲଥିବା ସୂଚନା ।

ଆହୁରି ପଢ଼ନ୍ତୁ: ଶାଢ଼ୀ ପାଇଁ ସ୍ୱାମୀକୁ ହତ୍ୟା କଲା ପତ୍ନୀ: ପ୍ରେସର କୁକର ଢାଙ୍କୁଣିରେ ପିଟିବା ପରେ ତଣ୍ଟି ଚିପି ନେଲା ଜୀବନ

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

14 Nov 2022 By The Sakala

ଭିଜିଲାନ୍ସ ଜାଲରେ RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ , ଏକକାଳୀନ ୮ଟି ସ୍ଥାନରେ ଚଢାଉ ଜାରି

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। RWSS ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ରେଡ଼ ଚାଲିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, କେନ୍ଦ୍ରାପଡା, ଉଦଳା ଓ ମୟୁରଭଞ୍ଜ ସମେତ ଏକକାଳୀନ ୮ ଟି ସ୍ଥାନରେ ଚଢାଉ ଜାରି ରହିଛି। ଆଇଗିଣୀଆରେ ଥିବା ୩ ମହଲା ଘର, ପତ୍ରପଡା ବ୍ଲୁ ହିଲ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଚଢାଉ ଚଲିଥିବା ବେଳେ ଖଣ୍ଡଗିରି ମାର୍କେଟ କମ୍ପ୍ଲେକ୍ସ ରେ ନିର୍ମାନାଧୀନ ଦୋକାନରେ ଛାପା ମାରୁଛି ଭିଜିଲାନ୍ସ । ଏହି ଚଢାଉରେ ଜଣେ ଆଡିସନାଲ SP, ୮ DCP, ୫ ଇନିସ୍‌ପେକ୍ଟର ଓ ୧୨ ଅଫିସର ସାମିଲଥିବା ସୂଚନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର