ଭିଜିଲାନ୍ସ ଜାଲରେ ସମ୍ବଲପୁର ଓମ୍‌ଫେଡ୍ ଡେପୁଟି ମ୍ୟାନେଜର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଓମ୍‌ଫେଡ୍ ଓମ୍‌ଫେଡ଼ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ସାକ୍ଷୀପଡାସ୍ଥିତ ଘର, ସାକ୍ଷୀପଡାସ୍ଥିତ ଅଫିସ , ପୁରୀ ସ୍ଥିତ ପୈତୃକ ଘର ଓ ଭୁବନେଶ୍ବରରେ ଚଢାଉ ଜାରି ରହିଛି। ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓମଫେଡ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି।  ଏବେ ଯାଏଁ କେତେ […]

ସମ୍ବଲପୁର: ସମ୍ବଲପୁର ଓମ୍‌ଫେଡ୍ ଓମ୍‌ଫେଡ଼ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ସାକ୍ଷୀପଡାସ୍ଥିତ ଘର, ସାକ୍ଷୀପଡାସ୍ଥିତ ଅଫିସ , ପୁରୀ ସ୍ଥିତ ପୈତୃକ ଘର ଓ ଭୁବନେଶ୍ବରରେ ଚଢାଉ ଜାରି ରହିଛି।

ଆହୁରି ପଢ଼ନ୍ତୁ: ସୁନା ଲୋଭରେ ସମ୍ପର୍କରେ ଲାଗିଲା ରକ୍ତର ଛିଟା, ପ୍ରେମିକ ସହ ମିଶି ମଉସାଙ୍କୁ ହତ୍ୟା କଲା ଝିଆରୀ

ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓମଫେଡ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି।  ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସମ୍ପୂର୍ଣ୍ଣ ତଥ୍ଯ ଜଣାପଡି ନାହିଁ ।

ଆହୁରି ପଢ଼ନ୍ତୁ: ଗୁଆହାଟୀରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ନିର୍ମମ ହତ୍ୟା କରି ଫ୍ରିଜ୍‌ରେ କଟାମୁଣ୍ଡ ରଖିଲା ସ୍ୱାମୀ

 

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର