ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ବର: ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ ।  ଟ୍ଵିନସିଟିର ସ୍କୁଲରେ ସାଇବର ସିକ୍ୟୁରିଟି କ୍ଲବ ଖୋଲାଯିବ। କମିଶନରେଟ ପୁଲିସ ଲିଙ୍କରେ ଏହି ହ୍ବାଟସଆପ ଗ୍ରୁପ ରହିବ। ଟ୍ରାଫିକ, ନିଶା କାରବାର, ଆତ୍ମହତ୍ୟା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯିବ। ରାଜଧାନୀର ବିଭିନ୍ନ ସ୍କୁଲରେ ଏ ନେଇ ଆଜି ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୁଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ଯକ୍ରମରେ  ସିପିଙ୍କ ସହ ଡିସିପି ଓ ବରିଷ୍ଠ […]

ଭୁବନେଶ୍ବର: ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ ।  ଟ୍ଵିନସିଟିର ସ୍କୁଲରେ ସାଇବର ସିକ୍ୟୁରିଟି କ୍ଲବ ଖୋଲାଯିବ। କମିଶନରେଟ ପୁଲିସ ଲିଙ୍କରେ ଏହି ହ୍ବାଟସଆପ ଗ୍ରୁପ ରହିବ। ଟ୍ରାଫିକ, ନିଶା କାରବାର, ଆତ୍ମହତ୍ୟା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯିବ। ରାଜଧାନୀର ବିଭିନ୍ନ ସ୍କୁଲରେ ଏ ନେଇ ଆଜି ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୁଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ଯକ୍ରମରେ  ସିପିଙ୍କ ସହ ଡିସିପି ଓ ବରିଷ୍ଠ ପୁଲିସ ଅଧିକାରୀ ମାନେ ଉପସ୍ଥିତଥିଲେ। ପିଲାଙ୍କ ସହ ସ୍କୁଲ କର୍ମକର୍ତ୍ତାଙ୍କୁ ମଧ୍ୟ ସଚେତତନା କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

05 Dec 2022 By The Sakala

ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ବର: ଏଣିକି ସାଇବର ଠକଙ୍କୁ ପାନେ ଦେବେ ସ୍କୁଲ ଛାତ୍ରଛାତ୍ରୀ ।  ଟ୍ଵିନସିଟିର ସ୍କୁଲରେ ସାଇବର ସିକ୍ୟୁରିଟି କ୍ଲବ ଖୋଲାଯିବ। କମିଶନରେଟ ପୁଲିସ ଲିଙ୍କରେ ଏହି ହ୍ବାଟସଆପ ଗ୍ରୁପ ରହିବ। ଟ୍ରାଫିକ, ନିଶା କାରବାର, ଆତ୍ମହତ୍ୟା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯିବ। ରାଜଧାନୀର ବିଭିନ୍ନ ସ୍କୁଲରେ ଏ ନେଇ ଆଜି ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୁଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ଯକ୍ରମରେ  ସିପିଙ୍କ ସହ ଡିସିପି ଓ ବରିଷ୍ଠ ପୁଲିସ ଅଧିକାରୀ ମାନେ ଉପସ୍ଥିତଥିଲେ। ପିଲାଙ୍କ ସହ ସ୍କୁଲ କର୍ମକର୍ତ୍ତାଙ୍କୁ ମଧ୍ୟ ସଚେତତନା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର