ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ

The Sakala Picture
Published On

ଯାଜପୁର: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ  ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଖବର ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଅନୁକମ୍ପା ଅର୍ଥ ବିଲ୍ ପାସ କରାଇ ଦେବାକୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ। ଟୁନିଆ ଜେନା ନାମକ ଜଣେ […]

ଯାଜପୁର: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ  ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ଖବର ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଅନୁକମ୍ପା ଅର୍ଥ ବିଲ୍ ପାସ କରାଇ ଦେବାକୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ। ଟୁନିଆ ଜେନା ନାମକ ଜଣେ ମହିଳାଙ୍କ ଠାରୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ଅର୍ଥରାଶି ଆସିଥିଲା। ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ। ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ। ଯୋଜନା ମୁତାବକ ଟଙ୍କା ନେଉଥିବାବେଳେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଆଜି ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ: ସୁବର୍ଣ୍ଣ ଅଳଙ୍କାରରେ ଝଟକିବେ ଚତୁର୍ଦ୍ଧାମୂର୍ତ୍ତି

27 Dec 2023 By The Sakala

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଯାଜପୁର: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ  ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ଖବର ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଅନୁକମ୍ପା ଅର୍ଥ ବିଲ୍ ପାସ କରାଇ ଦେବାକୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ। ଟୁନିଆ ଜେନା ନାମକ ଜଣେ ମହିଳାଙ୍କ ଠାରୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ଅର୍ଥରାଶି ଆସିଥିଲା। ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ। ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ। ଯୋଜନା ମୁତାବକ ଟଙ୍କା ନେଉଥିବାବେଳେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର