ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ମେଞ୍ଚଶ୍ବର ଥାନା ଅନ୍ତର୍ଗତ ଜିଜିପି କଲୋନୀରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବକ ଜଣଙ୍କ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ।  ଆତ୍ମହତ୍ୟା ପୂର୍ବରୁ ଶେଷକଲ ଓ ମେସେଜକୁ ନେଇ ପୁଲିସ ଛାନଭିନ କରୁଛି। ମୃତ ଯୁବକ ଜଣଙ୍କ ନାଁ ସଚିତ୍ର ବାରିକ ହୋଇଥିବା ବେଳେ ତାଙ୍କ ଘର […]

ଭୁବନେଶ୍ବର: ଭୁବନେଶ୍ବର ମେଞ୍ଚଶ୍ବର ଥାନା ଅନ୍ତର୍ଗତ ଜିଜିପି କଲୋନୀରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବକ ଜଣଙ୍କ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ।  ଆତ୍ମହତ୍ୟା ପୂର୍ବରୁ ଶେଷକଲ ଓ ମେସେଜକୁ ନେଇ ପୁଲିସ ଛାନଭିନ କରୁଛି। ମୃତ ଯୁବକ ଜଣଙ୍କ ନାଁ ସଚିତ୍ର ବାରିକ ହୋଇଥିବା ବେଳେ ତାଙ୍କ ଘର ବାଲିପାଟଣା ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

01 Oct 2023 By The Sakala

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ବର: ଭୁବନେଶ୍ବର ମେଞ୍ଚଶ୍ବର ଥାନା ଅନ୍ତର୍ଗତ ଜିଜିପି କଲୋନୀରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବକ ଜଣଙ୍କ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ।  ଆତ୍ମହତ୍ୟା ପୂର୍ବରୁ ଶେଷକଲ ଓ ମେସେଜକୁ ନେଇ ପୁଲିସ ଛାନଭିନ କରୁଛି। ମୃତ ଯୁବକ ଜଣଙ୍କ ନାଁ ସଚିତ୍ର ବାରିକ ହୋଇଥିବା ବେଳେ ତାଙ୍କ ଘର ବାଲିପାଟଣା ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର