ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ସେ ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ। ଗତ ଗୁରୁବାର ଦିନ ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲାବେଳେ ଗତକାଲି ରାତିରେ ମୃତଦେହ ଠାବ ହୋଇଛି। ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଥିବା ଅଭିଯୋଗ । ଅନ୍ୟପକ୍ଷରେ, ଝିଅକୁ ହତ୍ୟା […]

ଭୁବନେଶ୍ବର: ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ସେ ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ। ଗତ ଗୁରୁବାର ଦିନ ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲାବେଳେ ଗତକାଲି ରାତିରେ ମୃତଦେହ ଠାବ ହୋଇଛି। ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଥିବା ଅଭିଯୋଗ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଅନ୍ୟପକ୍ଷରେ, ଝିଅକୁ ହତ୍ୟା କରାଯାଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି।  ଖବର ପାଇ ଭରତପୁର ଥାନା ପୁଲିସ ଘଟଣା ସ୍ଥାନରେ ପହଞ୍ଚିଛି। ସାଇଣ୍ଟିଫିକ ଟିମ୍ ଜରିଆରେ ତଦନ୍ତ ଆରମ୍ଭ କରିଛି ପୁଲିସ।  ତେବେ ହତ୍ୟା ଘଟଣାକୁ ଖଣ୍ଡନ କରିଛି ଭରତପୁର ଥାନା ପୁଲିସ । ଏହା ଏକ ଆତ୍ମହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଭରତପୁର ଆଇଆଇସି। ଘର ଭିତରୁ ବନ୍ଦ ଥିବା ବେଳେ ଏହା ଆତ୍ମହତ୍ୟା ସ୍ପଷ୍ଟ ବୋଲି ଥାନାଧିକାରୀ ଦୀନକୃଷ୍ଣ ମିଶ୍ର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

04 May 2024 By The Sakala

ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ସେ ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ। ଗତ ଗୁରୁବାର ଦିନ ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲାବେଳେ ଗତକାଲି ରାତିରେ ମୃତଦେହ ଠାବ ହୋଇଛି। ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଥିବା ଅଭିଯୋଗ ।

ଅନ୍ୟପକ୍ଷରେ, ଝିଅକୁ ହତ୍ୟା କରାଯାଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି।  ଖବର ପାଇ ଭରତପୁର ଥାନା ପୁଲିସ ଘଟଣା ସ୍ଥାନରେ ପହଞ୍ଚିଛି। ସାଇଣ୍ଟିଫିକ ଟିମ୍ ଜରିଆରେ ତଦନ୍ତ ଆରମ୍ଭ କରିଛି ପୁଲିସ।  ତେବେ ହତ୍ୟା ଘଟଣାକୁ ଖଣ୍ଡନ କରିଛି ଭରତପୁର ଥାନା ପୁଲିସ । ଏହା ଏକ ଆତ୍ମହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଭରତପୁର ଆଇଆଇସି। ଘର ଭିତରୁ ବନ୍ଦ ଥିବା ବେଳେ ଏହା ଆତ୍ମହତ୍ୟା ସ୍ପଷ୍ଟ ବୋଲି ଥାନାଧିକାରୀ ଦୀନକୃଷ୍ଣ ମିଶ୍ର ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର