ଏକ ତରଫା ପ୍ରେମକୁ ନେଇ ପ୍ରେମିକାର ଘର ଉପରକୁ ପ୍ରେମିକର ବୋମା ମାଡ଼

The Sakala Picture
Published On

ନରସିଂହପୁର: କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଚକ୍ରପ୍ରସାଦ ଗ୍ରାମରେ ଅଘଟଣ।ଏକ ତାରଫା ପ୍ରେମକୁ ନେଇ ପ୍ରେମିକା ଘର ଆଗରେ ପ୍ରେମିକର ବୋମା ମାଡ଼ କରିଛି। ବୋମା ମାଡ଼ରେ କାହାର କିଛି କ୍ଷୟ କ୍ଷତି ହୋଇ ନ ଥିବା ବେଳେ ଘରର କିଛି ଅଂଶ ନଷ୍ଟ ହୋଇଛି। ଖବର ପାଇ ଘଟଣା ସ୍ଥାନରେ ନରସିଂହପୁର ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ଚକ୍ରପ୍ରସାଦ ଗ୍ରାମ ମୁଣ୍ଡିଆ ସାହିରଙ୍କ ପୁଅ ଦିପୁ ନାୟକ ସେହି ଗ୍ରାମର […]

ନରସିଂହପୁର: କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଚକ୍ରପ୍ରସାଦ ଗ୍ରାମରେ ଅଘଟଣ।ଏକ ତାରଫା ପ୍ରେମକୁ ନେଇ ପ୍ରେମିକା ଘର ଆଗରେ ପ୍ରେମିକର ବୋମା ମାଡ଼ କରିଛି। ବୋମା ମାଡ଼ରେ କାହାର କିଛି କ୍ଷୟ କ୍ଷତି ହୋଇ ନ ଥିବା ବେଳେ ଘରର କିଛି ଅଂଶ ନଷ୍ଟ ହୋଇଛି। ଖବର ପାଇ ଘଟଣା ସ୍ଥାନରେ ନରସିଂହପୁର ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ବରକୁ ପାଉଥିଲା ଭଲ, ଇର୍ଷାରେ ବିବାହ ପୂର୍ବରୁ ଭାବୀ କନ୍ୟା ଉପରକୁ ଏସିଡ୍ ଫିଙ୍ଗିଲା ପଡ଼ୋଶୀ ଯୁବତୀ

ସୂଚନା ଅନୁଯାୟୀ, ଚକ୍ରପ୍ରସାଦ ଗ୍ରାମ ମୁଣ୍ଡିଆ ସାହିରଙ୍କ ପୁଅ ଦିପୁ ନାୟକ ସେହି ଗ୍ରାମର ଜଣେ ନାବାଳିକାଙ୍କୁ ଏକ ତରଫା ପ୍ରେମ କରୁଥିଲେ। ଝିଅକୁ ଅନେକ ସମୟରେ ରାସ୍ତାରେ ଯିବା ସମୟରେ ହଇରାଣ କରୁଥିବା ପରିବାର ପକ୍ଷରୁ କୁହାଯାଇଛି। ଝିଅ ଏବଂ ତାର ପରିବାର ଏହାକୁ ବାରଣ କରିବାରୁ ଏଥିରେ ଉତକ୍ଷିପ୍ତ ହୋଇ ଦିପୁ ନାୟକ ଏକ ତରଫା ପ୍ରେମ କରୁଥିବା ନାବାଳିକାର ଘର ଉପରକୁ ବୋମା ମାଡ଼ କରିଛି। ଘଟଣା ସ୍ଥଳରେ ନରସିଂହପୁର ପୁଲିସ ପହଞ୍ଚି ତଦନ୍ତ କରୁଛି।

17 Oct 2022 By The Sakala

ଏକ ତରଫା ପ୍ରେମକୁ ନେଇ ପ୍ରେମିକାର ଘର ଉପରକୁ ପ୍ରେମିକର ବୋମା ମାଡ଼

ନରସିଂହପୁର: କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଚକ୍ରପ୍ରସାଦ ଗ୍ରାମରେ ଅଘଟଣ।ଏକ ତାରଫା ପ୍ରେମକୁ ନେଇ ପ୍ରେମିକା ଘର ଆଗରେ ପ୍ରେମିକର ବୋମା ମାଡ଼ କରିଛି। ବୋମା ମାଡ଼ରେ କାହାର କିଛି କ୍ଷୟ କ୍ଷତି ହୋଇ ନ ଥିବା ବେଳେ ଘରର କିଛି ଅଂଶ ନଷ୍ଟ ହୋଇଛି। ଖବର ପାଇ ଘଟଣା ସ୍ଥାନରେ ନରସିଂହପୁର ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ସୂଚନା ଅନୁଯାୟୀ, ଚକ୍ରପ୍ରସାଦ ଗ୍ରାମ ମୁଣ୍ଡିଆ ସାହିରଙ୍କ ପୁଅ ଦିପୁ ନାୟକ ସେହି ଗ୍ରାମର ଜଣେ ନାବାଳିକାଙ୍କୁ ଏକ ତରଫା ପ୍ରେମ କରୁଥିଲେ। ଝିଅକୁ ଅନେକ ସମୟରେ ରାସ୍ତାରେ ଯିବା ସମୟରେ ହଇରାଣ କରୁଥିବା ପରିବାର ପକ୍ଷରୁ କୁହାଯାଇଛି। ଝିଅ ଏବଂ ତାର ପରିବାର ଏହାକୁ ବାରଣ କରିବାରୁ ଏଥିରେ ଉତକ୍ଷିପ୍ତ ହୋଇ ଦିପୁ ନାୟକ ଏକ ତରଫା ପ୍ରେମ କରୁଥିବା ନାବାଳିକାର ଘର ଉପରକୁ ବୋମା ମାଡ଼ କରିଛି। ଘଟଣା ସ୍ଥଳରେ ନରସିଂହପୁର ପୁଲିସ ପହଞ୍ଚି ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର