ରାଜଧାନୀରେ ଚାଞ୍ଚଲ୍ଯ: ଘରେ ପଶି ମାଆ ଓ ଝିଅଙ୍କୁ ଛୁରାମାଡ଼ କଲେ ଯୁବକ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ଯ । ଘରେ ପଶି ମାଆ ଓ ଝିଅଙ୍କୁ ଛୁରାମାଡ଼ କରିଛନ୍ତି ଜଣେ ଯୁବକ । ଏଭଳି ଅଭବାନୀୟ ଘଟଣା ଘଟି ଯାଇଛି ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀ ବିହାର ଅଞ୍ଚଳରେ। ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଥିବା ସୂଚନା । ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିଲା । ମାଆ ଓ ଝିଅଙ୍କୁ ଆକ୍ରମଣ କରିବା ବେଳେ ଯୁବକ ନିଜେ ମଧ୍ଯ ଆହତ ହୋଇଛି। ଛୁରାମାଡ଼ କରିବାର […]

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ଯ । ଘରେ ପଶି ମାଆ ଓ ଝିଅଙ୍କୁ ଛୁରାମାଡ଼ କରିଛନ୍ତି ଜଣେ ଯୁବକ । ଏଭଳି ଅଭବାନୀୟ ଘଟଣା ଘଟି ଯାଇଛି ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀ ବିହାର ଅଞ୍ଚଳରେ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଥିବା ସୂଚନା । ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିଲା । ମାଆ ଓ ଝିଅଙ୍କୁ ଆକ୍ରମଣ କରିବା ବେଳେ ଯୁବକ ନିଜେ ମଧ୍ଯ ଆହତ ହୋଇଛି। ଛୁରାମାଡ଼ କରିବାର କାରଣ ଜଣାପଡ଼ିନାିଁ । ଘଟଣା ସ୍ଥାନରେ ପୁଲିସ ପହଞ୍ଚି  ଛାନଭିନ୍ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଚାକିରି ବାହାନାରେ ଡାକି ଯୁବତୀଙ୍କୁ ଦୁଷ୍କର୍ମ, ପୁଲିସର ଚଢ଼ଉ; ପ୍ରେମୀ ଯୁଗଳଙ୍କ ସହ ୩ ଅଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର