ଯୁବକଙ୍କୁ ମାରି ରାସ୍ତା କଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। କେହି କାର୍‌ରେ ଆଣି ଯୁବକଙ୍କ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ପୁଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

About The Author: The Sakala