ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କଟକ ସିଡିଏମଓ ଅଫିସର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ

The Sakala Picture
Published On

କଟକ: କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ […]

କଟକ: କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

22 Aug 2025 By The Sakala

କଟକ ସିଡିଏମଓ ଅଫିସର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ

କଟକ: କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର