ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭିଜିଲାନ୍ସ ଜାଲରେ କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ

The Sakala Picture
Published On

କଟକ: ଭିଜିଲାନ୍ସ ଜାଲରେ କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି  ଚଢାଉ କରିଛି ଭିଜିଲାନ୍ସ ।  ଟକ, ଭୁବନେଶ୍ବର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ । କଟକ ଗଣ୍ଡରପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା […]

କଟକ: ଭିଜିଲାନ୍ସ ଜାଲରେ କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି  ଚଢାଉ କରିଛି ଭିଜିଲାନ୍ସ ।  ଟକ, ଭୁବନେଶ୍ବର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ । କଟକ ଗଣ୍ଡରପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ୱାରେଣ୍ଟ ବଳରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

ଆହୁରି ପଢ଼ନ୍ତୁ: ୫ ବର୍ଷ ପରେ ଖୋଲିଲା ସିନ୍ଧୁଦୁର୍ଗ 'ଫୋଣ୍ଡା ଘାଟ ଦୁର୍ଘଟଣା'ର ରହସ୍ୟ, ୨ ଲକ୍ଷ ଟଙ୍କା ପାଇଁ ସାଙ୍ଗକୁ ହତ୍ୟା କରିଥିଲେ ସାଙ୍ଗ

16 Mar 2022 By The Sakala

ଭିଜିଲାନ୍ସ ଜାଲରେ କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ

କଟକ: ଭିଜିଲାନ୍ସ ଜାଲରେ କଟକରେ କାର୍ଯ୍ୟରତ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି  ଚଢାଉ କରିଛି ଭିଜିଲାନ୍ସ ।  ଟକ, ଭୁବନେଶ୍ବର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ । କଟକ ଗଣ୍ଡରପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ୱାରେଣ୍ଟ ବଳରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର