ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା DEO, ବଦଳି କରାଇବା ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ । ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହଙ୍କ ଭଡା ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣଙ୍କୁ ବଦଳ କରାଇବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ଜିଲ୍ଲା ଶିକ୍ଷା ଅଧିକାରୀ । ଏକକାଳୀନ ୪ଟା ସ୍ଥାନରେ ଚଢାଉ ଚାଲିଛି। ତାଙ୍କ ଭଡା ଘରେ ମଧ୍ଯ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ […]

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ । ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହଙ୍କ ଭଡା ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣଙ୍କୁ ବଦଳ କରାଇବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ଜିଲ୍ଲା ଶିକ୍ଷା ଅଧିକାରୀ । ଏକକାଳୀନ ୪ଟା ସ୍ଥାନରେ ଚଢାଉ ଚାଲିଛି। ତାଙ୍କ ଭଡା ଘରେ ମଧ୍ଯ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ଗ୍ରେଟର ନୋଏଡାରେ ସ୍ଲିପର ବସ୍ ଭିତରେ ୧୬ ବର୍ଷର ନାବାଳିକାଙ୍କୁ ଗଣଦୁଷ୍କର୍ମ, ଡ୍ରାଇଭର ଓ କଣ୍ଡକ୍ଟର ଗିରଫ

ସୂଚାନାଯୋଗ୍ଯ ଯେ, ଆଉ ମାତ୍ର ୩ ଦିନ ପରେ ଅର୍ଥାତ ଜୁଲାଇ ୩୦ରେ ଅବସର ନେଇଥାଆନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ।

ଆହୁରି ପଢ଼ନ୍ତୁ: ସୁନା ଲୋଭରେ ସମ୍ପର୍କରେ ଲାଗିଲା ରକ୍ତର ଛିଟା, ପ୍ରେମିକ ସହ ମିଶି ମଉସାଙ୍କୁ ହତ୍ୟା କଲା ଝିଆରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର