ମହଙ୍ଗା ପଡ଼ିଲା ଲକ୍ଷେ ଟଙ୍କା ଲାଞ୍ଚ: ଭିଜିଲାନ୍ସ ପଞ୍ଝାରେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ

The Sakala Picture
Published On

ଭବାନୀପାଟଣା: ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ। ପୁରୁଣା ମାମଲାର ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ । ଅଭିଯୋଗ ଅନୁଯାଯୀ, ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ ରଫାଦଫା ପାଇଁ ଏହି ଡିଲ୍ ହୋଇଥିଲା । ଆଶୁତୋଷ ମିଶ୍ର ୩ ଲକ୍ଷ ଟଙ୍କା ଦାବି […]

ଭବାନୀପାଟଣା: ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ। ପୁରୁଣା ମାମଲାର ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ଗୁଆହାଟୀରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ନିର୍ମମ ହତ୍ୟା କରି ଫ୍ରିଜ୍‌ରେ କଟାମୁଣ୍ଡ ରଖିଲା ସ୍ୱାମୀ

ଅଭିଯୋଗ ଅନୁଯାଯୀ, ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ ରଫାଦଫା ପାଇଁ ଏହି ଡିଲ୍ ହୋଇଥିଲା । ଆଶୁତୋଷ ମିଶ୍ର ୩ ଲକ୍ଷ ଟଙ୍କା ଦାବି କରିଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡ଼ା ବାସଭବନରେ ଲକ୍ଷେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର