GST ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୫ ସ୍ଥାନରେ ଚଢାଉ

ଭୁବନେଶ୍ବର: GST ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ । ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି।  ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ । ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ଏହି ଚଢାଉ ହୋଇଛି।ଭୁବନେଶ୍ବର, ଖୋର୍ଦ୍ଧା ସମେତ […]

ଭୁବନେଶ୍ବର: GST ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ । ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି।  ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ । ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ଏହି ଚଢାଉ ହୋଇଛି।ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି।

About The Author: The Sakala