employees’ parents

ବେଦାନ୍ତ ଆଲୁମିନିୟମରେ ଆନ୍ତର୍ଜାତୀୟ ପରିବାର ଦିବସ, କର୍ମଚାରୀଙ୍କ ପିତାମାତାଙ୍କୁ ସ୍ୱାଗତ…

ଝାରସୁଗୁଡା: ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍, ‘ଗର୍ବିତ ପିତାମାତା’ (ପ୍ରାଉଡ୍ ପ୍ୟାରେଣ୍ଟସ୍‍) ଆୟୋଜନ କରି ଆନ୍ତର୍ଜାତୀୟ ପରିବାର ଦିବସ ପାଳନ କରିଛି, ଯାହା ଏହାର କର୍ମଚାରୀଙ୍କ ପିତାମାତାଙ୍କ ପାଇଁ ସ୍ୱତନ୍ତ୍ର ଭାବରେ ଆୟୋଜିତ ଏକ ବାର୍ଷିକ କାର୍ୟ୍ୟକ୍ରମ । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ ଝାରସୁଗୁଡ଼ାରେ ଏହାର ମେଗା ଆଲୁମିନିୟମ କାରଖାନାର ପ୍ରଥମ ଅଭିଜ୍ଞତା ପ୍ରଦାନ କରିବା ଏବଂ ଏହାର କର୍ମଚାରୀଙ୍କ ମଧ୍ୟରେ ଏକ ପରିବାର କୈନ୍ଦ୍ରିକ ସଂସ୍କୃତିକୁ ପ୍ରୋତ୍ସାହିତ କରିବା। ଚଳିତ […]
ଓଡ଼ିଶା  ବଡ ଖବର