ରାଜନୈତିକ କର୍ମକର୍ତ୍ତା ଫହାଦ ଅହମ୍ମଦଙ୍କୁ ବିବାହ କଲେ ଅଭିନେତ୍ରୀ ସ୍ୱରା ଭାସ୍କର

The Sakala Picture
Published On

ନୂଆଦିଲ୍ଲୀ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଅଭିନେତ୍ରୀ ସ୍ୱରା ଭାସ୍କର । ସେ ସମାଜବାଦୀ ପାର୍ଟିର ନେତା ତଥା ଟାଟା ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସର ପୂର୍ବତନ ସାଧାରଣ ସଂପାଦକ ଫହଦ ଅହମଦଙ୍କୁ ବିବାହ କରିଥିବା ନେଇ ସ୍ୱରା ଭାସ୍କର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ୍‍ ସେୟାର କରି ନିଶ୍ଚିତ କରିଛନ୍ତି । ସ୍ୱରା ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ୨ ମିନିଟ୍‌ ୪ ସେକେଣ୍ଡର ଏକ ଭିଡିଓ ସେୟାର କରିଛନ୍ତି, ଯାହା ଜରିଆରେ ସେ କହିଛନ୍ତି […]

ନୂଆଦିଲ୍ଲୀ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଅଭିନେତ୍ରୀ ସ୍ୱରା ଭାସ୍କର । ସେ ସମାଜବାଦୀ ପାର୍ଟିର ନେତା ତଥା ଟାଟା ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସର ପୂର୍ବତନ ସାଧାରଣ ସଂପାଦକ ଫହଦ ଅହମଦଙ୍କୁ ବିବାହ କରିଥିବା ନେଇ ସ୍ୱରା ଭାସ୍କର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ୍‍ ସେୟାର କରି ନିଶ୍ଚିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସାଂସଦ ପାଣ୍ଠି ଖର୍ଚ୍ଚରେ ଅବହେଳାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ଉପରେ ବର୍ଷିଲେ କଙ୍ଗନା ରଣାୱତ, କହିଲେ- 'ମିଛ ବାହାନା କରନ୍ତୁ ନାହିଁ'

ସ୍ୱରା ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ୨ ମିନିଟ୍‌ ୪ ସେକେଣ୍ଡର ଏକ ଭିଡିଓ ସେୟାର କରିଛନ୍ତି, ଯାହା ଜରିଆରେ ସେ କହିଛନ୍ତି ଯେ କେମିତି ଉଭୟେ ଏକସାଥୀରେ ଅନେକ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ସ୍ୱର ଉଠାଇଥିଲେ ଏବଂ କିପରି ଉଭୟଙ୍କ ସମ୍ପର୍କ ଧୀରେ ଧୀରେ ବଦଳି ଆଜି ଏହି ସ୍ଥାନରେ ପହଞ୍ଚି ପାରିଛି।

ଆହୁରି ପଢ଼ନ୍ତୁ: ପଦ୍ମ ଭୂଷଣ ସମ୍ମାନ ଗ୍ରହଣ ପରେ ୨ ବର୍ଷର ନୀରବତା ଭାଙ୍ଗିଲେ ଅଲକା ୟାଗ୍ନିକ୍, ଶ୍ରବଣ ଶକ୍ତି ହରାଇବା ନେଇ ଦେଲେ ଭାବବିହ୍ୱଳ ବାର୍ତ୍ତା

ସ୍ୱରା ଭାସ୍କର ସବୁବେଳେ ନିଜର ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ଥାନ୍ତି । ଏହାସହ ସେ ସୋସିଆଲ ମିଡିଆରେ ମଧ୍ୟ ବେଶ୍ ଆକ୍ଟିଭ । ସ୍ୱରା ତାଙ୍କର ପ୍ରେମ କାହାଣୀ ବାବଦରେ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ସେ ୨୦୧୯ ମସିହାରେ ଏକ ସଭାରେ ଫହଦଙ୍କୁ ଭେଟିଥିଲେ । ଏହାପରେ ଉଭୟଙ୍କ ମଧ୍ୟରେ ସଂପର୍କ ବଢିଥିଲା ।

ଆହୁରି ପଢ଼ନ୍ତୁ: 'ଦୃଶ୍ୟମ୍: ଦ କନକ୍ଲୁଜନ୍' ହେବ ଅଜୟ ଦେବଗନଙ୍କ ଶେଷ 'ଦୃଶ୍ୟମ୍', ମୋହନଲାଲଙ୍କ ଫିଲ୍ମ ଠାରୁ କାହିଁକି ଭିନ୍ନ ରହିବ କାହାଣୀ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp