ବିବାହର ୬ ବର୍ଷ ପରେ ଗର୍ଭବତୀ ଥିବା ସ୍ପଷ୍ଟ କଲେ ଦୀପିକା ପାଦୁକୋନ

The Sakala Picture
Published On

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ସନ୍ତାନ ପ୍ରସବ କରିବେ ବୋଲି ଦୀପିକା ଏହି ପୋଷ୍ଟରେ କହିଛନ୍ତି । ଦୀପିକାଙ୍କ ଗର୍ଭଧାରଣ ଖବର ଶୁଣିବା ପରେ ପ୍ରଶଂସକମାନେ ଉତ୍ସାହିତ ହୋଇପଡିଛନ୍ତି। କିଛି ଦିନ ତଳେ ସ୍ବାମୀ ତଥା ଅଭିନେତା ରଣବୀର ସିଂହଙ୍କୁ, ଦୀପିକା ଛାଡ଼ପତ୍ର ଦେବେ ବୋଲି […]

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ସନ୍ତାନ ପ୍ରସବ କରିବେ ବୋଲି ଦୀପିକା ଏହି ପୋଷ୍ଟରେ କହିଛନ୍ତି । ଦୀପିକାଙ୍କ ଗର୍ଭଧାରଣ ଖବର ଶୁଣିବା ପରେ ପ୍ରଶଂସକମାନେ ଉତ୍ସାହିତ ହୋଇପଡିଛନ୍ତି।

ଆହୁରି ପଢ଼ନ୍ତୁ: "ବିଗ୍ ବସ୍ ମରାଠୀ ୬" ଫେମ୍ ରେବା କୌରାସେଙ୍କ ବଡ଼ ଖୁଲାସା: ସାଉଥ୍ ଫିଲ୍ମ ମେକର୍ସ ମାଗିଥିଲେ 'କମ୍ପ୍ରମାଇଜ୍'

କିଛି ଦିନ ତଳେ ସ୍ବାମୀ ତଥା ଅଭିନେତା ରଣବୀର ସିଂହଙ୍କୁ, ଦୀପିକା ଛାଡ଼ପତ୍ର ଦେବେ ବୋଲି ଚର୍ଚ୍ଚା ଜୋର ଧରିଥିବା ବେଳେ ପରେ ଅଭିନେତ୍ରୀ ଗର୍ଭବତୀ ଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। କୁହାଯାଉଥିଲା ଯେ, ଦୀପିକା ୩ମାସର ଗର୍ଭବତୀ ଅଛନ୍ତି। ଏଭଳି ଚର୍ଚ୍ଚା ମଧ୍ୟରେ ଦୀପିକାଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କ ବେବି ବମ୍ପ ନଜର ଆସୁଥିବା କଥା ଲୋକେ କହିବା ଆରମ୍ଭ କରିଥିଲେ। ଏଭଳି ଚର୍ଚ୍ଚା ମଧ୍ୟରେ ଦୀପିକା ଆଜି ଇନଷ୍ଟାରେ ଏକ ପୋଷ୍ଟ କରି ଗର୍ଭବତୀ ଅଛନ୍ତି ବୋଲି ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଏକ୍ସ-ୱାଇଫ୍ ସୀମା ସଜଦେହଙ୍କୁ ଦେଖି ଛାଡ଼ପତ୍ର ପାଇଁ ନିଜକୁ ଦାୟୀ କଲେ ସୋହେଲ୍ ଖାନ୍: କହିଲେ 'ଯଦି କିଛି ଭୁଲ୍ ହୋଇଥାଏ...'

ଆହୁରି ପଢ଼ନ୍ତୁ: ଚେକ୍ ବାଉନ୍ସ ମାମଲାରେ ବଲିଉଡ ଅଭିନେତା ରାଜପାଲ ଯାଦବଙ୍କୁ ଝଟକା: ଦିଲ୍ଲୀ ହାଇକୋର୍ଟ ଶୁଣାଇଲେ ୩ ମାସର ଜେଲ ଦଣ୍ଡ

29 Feb 2024 By The Sakala

ବିବାହର ୬ ବର୍ଷ ପରେ ଗର୍ଭବତୀ ଥିବା ସ୍ପଷ୍ଟ କଲେ ଦୀପିକା ପାଦୁକୋନ

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ସନ୍ତାନ ପ୍ରସବ କରିବେ ବୋଲି ଦୀପିକା ଏହି ପୋଷ୍ଟରେ କହିଛନ୍ତି । ଦୀପିକାଙ୍କ ଗର୍ଭଧାରଣ ଖବର ଶୁଣିବା ପରେ ପ୍ରଶଂସକମାନେ ଉତ୍ସାହିତ ହୋଇପଡିଛନ୍ତି।

କିଛି ଦିନ ତଳେ ସ୍ବାମୀ ତଥା ଅଭିନେତା ରଣବୀର ସିଂହଙ୍କୁ, ଦୀପିକା ଛାଡ଼ପତ୍ର ଦେବେ ବୋଲି ଚର୍ଚ୍ଚା ଜୋର ଧରିଥିବା ବେଳେ ପରେ ଅଭିନେତ୍ରୀ ଗର୍ଭବତୀ ଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। କୁହାଯାଉଥିଲା ଯେ, ଦୀପିକା ୩ମାସର ଗର୍ଭବତୀ ଅଛନ୍ତି। ଏଭଳି ଚର୍ଚ୍ଚା ମଧ୍ୟରେ ଦୀପିକାଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କ ବେବି ବମ୍ପ ନଜର ଆସୁଥିବା କଥା ଲୋକେ କହିବା ଆରମ୍ଭ କରିଥିଲେ। ଏଭଳି ଚର୍ଚ୍ଚା ମଧ୍ୟରେ ଦୀପିକା ଆଜି ଇନଷ୍ଟାରେ ଏକ ପୋଷ୍ଟ କରି ଗର୍ଭବତୀ ଅଛନ୍ତି ବୋଲି ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର