‘ଲଭ୍‌ ଆଣ୍ଡ ୱା ର୍‌’ ଫିଲ୍ମ ପାଇଁ ଓଜନ କମାଇଲେ ରଣବୀର, ଭିକି

The Sakala Picture
Published On

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ରଣବୀର କପୁର ବହୁତ ଜଲ୍‌ଦି ‘ଲଭ୍ ଆଣ୍ଡ ୱାର୍’ ଫିଲ୍ମରେ ନଜର ଆସିବେ। ତାଙ୍କ ସହ ଭିକି କୌଶଲ ଓ ଆଲିଆ ଭଟ୍ଟ ମଧ୍ୟ ଲିଡ୍‌ ରୋଲରେ ନଜର ଆସିବେ। ତେବେ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବା ପୂର୍ବରୁ ଭିକି ଓ ରଣବୀର ସେମାନଙ୍କ ଶରୀରରେ ପରିବର୍ତ୍ତନ ଆଣିଛନ୍ତି। ଉଭୟ ସେମାନଙ୍କ ଚରିତ୍ରକୁ ପରଦା ଉପରେ ସଫଳ ରୂପାୟନ ପାଇଁ ଓଜନ ହ୍ରାସ କରିଛନ୍ତି। ରଣବୀର ପାଖାପାଖୀ ୧୨ କେଜି ଓଜନ […]

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ରଣବୀର କପୁର ବହୁତ ଜଲ୍‌ଦି ‘ଲଭ୍ ଆଣ୍ଡ ୱାର୍’ ଫିଲ୍ମରେ ନଜର ଆସିବେ। ତାଙ୍କ ସହ ଭିକି କୌଶଲ ଓ ଆଲିଆ ଭଟ୍ଟ ମଧ୍ୟ ଲିଡ୍‌ ରୋଲରେ ନଜର ଆସିବେ। ତେବେ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବା ପୂର୍ବରୁ ଭିକି ଓ ରଣବୀର ସେମାନଙ୍କ ଶରୀରରେ ପରିବର୍ତ୍ତନ ଆଣିଛନ୍ତି। ଉଭୟ ସେମାନଙ୍କ ଚରିତ୍ରକୁ ପରଦା ଉପରେ ସଫଳ ରୂପାୟନ ପାଇଁ ଓଜନ ହ୍ରାସ କରିଛନ୍ତି। ରଣବୀର ପାଖାପାଖୀ ୧୨ କେଜି ଓଜନ ହ୍ରାସ କରିଥିବାବେଳେ ଭିକି ୧୫ କେଜି କମାଇଛନ୍ତି। ‘ଲଭ୍‌ ଆଣ୍ଡ ୱାର୍’ର କାହାଣୀ ଯୁଦ୍ଧପୃଷ୍ଠ ଭୂମି ଉପରେ ଗଢ଼ିଉଠିଥିବା ଏକ ତ୍ରିକୋଣୀୟ ପ୍ରେମ ଉପରେ ଆଧାରିତ। ସଞ୍ଜୟ ଲୀଲା ଭଁସାଲୀ ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଏହାପୂର୍ବରୁ ରଣବୀର, ସଞ୍ଜୟଙ୍କ ଫିଲ୍ମ ‘ସାଓଁରିୟା’ରେ କାମ କରିଥିଲେ। ତେବେ ଭିକି ପ୍ରଥମ ଥର ପାଇଁ ସଞ୍ଜୟଙ୍କ ସହ କାମ କରୁଛନ୍ତି। ଏହା ୨୦୨୬ରେ ପରଦାକୁ ଆସିପାରେ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ: ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ

26 May 2025 By The Sakala

‘ଲଭ୍‌ ଆଣ୍ଡ ୱା ର୍‌’ ଫିଲ୍ମ ପାଇଁ ଓଜନ କମାଇଲେ ରଣବୀର, ଭିକି

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ରଣବୀର କପୁର ବହୁତ ଜଲ୍‌ଦି ‘ଲଭ୍ ଆଣ୍ଡ ୱାର୍’ ଫିଲ୍ମରେ ନଜର ଆସିବେ। ତାଙ୍କ ସହ ଭିକି କୌଶଲ ଓ ଆଲିଆ ଭଟ୍ଟ ମଧ୍ୟ ଲିଡ୍‌ ରୋଲରେ ନଜର ଆସିବେ। ତେବେ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବା ପୂର୍ବରୁ ଭିକି ଓ ରଣବୀର ସେମାନଙ୍କ ଶରୀରରେ ପରିବର୍ତ୍ତନ ଆଣିଛନ୍ତି। ଉଭୟ ସେମାନଙ୍କ ଚରିତ୍ରକୁ ପରଦା ଉପରେ ସଫଳ ରୂପାୟନ ପାଇଁ ଓଜନ ହ୍ରାସ କରିଛନ୍ତି। ରଣବୀର ପାଖାପାଖୀ ୧୨ କେଜି ଓଜନ ହ୍ରାସ କରିଥିବାବେଳେ ଭିକି ୧୫ କେଜି କମାଇଛନ୍ତି। ‘ଲଭ୍‌ ଆଣ୍ଡ ୱାର୍’ର କାହାଣୀ ଯୁଦ୍ଧପୃଷ୍ଠ ଭୂମି ଉପରେ ଗଢ଼ିଉଠିଥିବା ଏକ ତ୍ରିକୋଣୀୟ ପ୍ରେମ ଉପରେ ଆଧାରିତ। ସଞ୍ଜୟ ଲୀଲା ଭଁସାଲୀ ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଏହାପୂର୍ବରୁ ରଣବୀର, ସଞ୍ଜୟଙ୍କ ଫିଲ୍ମ ‘ସାଓଁରିୟା’ରେ କାମ କରିଥିଲେ। ତେବେ ଭିକି ପ୍ରଥମ ଥର ପାଇଁ ସଞ୍ଜୟଙ୍କ ସହ କାମ କରୁଛନ୍ତି। ଏହା ୨୦୨୬ରେ ପରଦାକୁ ଆସିପାରେ ବୋଲି କୁହାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର