ପୁଣି ଏକାଠି କଳେ ଦେଖାଗଲେ ସାମନ୍ଥା-ରାଜ୍

The Sakala Picture
Published On

ସାଉଥ୍ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁ ଏବେ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ I ନିର୍ଦ୍ଦେଶକ ରାଜ୍ ନିଦିମୋରୁଙ୍କୁ ସେ ଡେଟ୍ କରୁଥିବା ଚର୍ଚ୍ଚା ହେଉଛି | ଇତିମଧ୍ଯରେ ସାମନ୍ଥା ଓ ରାଜଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ଉଭୟ ବାନ୍ଦ୍ରାସ୍ଥିତ ଏକ ଜିମ୍‌ରୁ ବାହାରୁଥିବାର ଦେଖାଯାଉଛି | ଅବଶ୍ୟ ଦୁହେଁ ଏକାଠି କାଠି ବାହାରି ନ ଥିଲେ | ପ୍ରଥମେ ଜିମରୁ ସାମନ୍ଥା ବାହାରିଥିଲେ, ଏହାର କିଛି ସମୟ ପରେ ରାଜ୍ ଆସିଥିଲେ | ଉଭୟ ଗଣମାଧ୍ଯମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧା କାରରେ ପଳାଇ ଯାଇଥିଲେ | ତେବେ ପ୍ରଥମ ଥର ପାଇଁ । ରାଜ୍ ଓ ସାମନ୍ଥାଙ୍କୁ ଏକାଠି ଦଖାଯାଇ ନାହିଁ । ଏହାପୂର୍ବରୁ ମଧ୍ୟ ଅନେକ ଥର ର ସେମାନଙ୍କୁ ଏକାଠି ଦେଖାଯାଇଛି ।

ଆହୁରି ପଢ଼ନ୍ତୁ: ସାଂସଦ ପାଣ୍ଠି ଖର୍ଚ୍ଚରେ ଅବହେଳାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ଉପରେ ବର୍ଷିଲେ କଙ୍ଗନା ରଣାୱତ, କହିଲେ- 'ମିଛ ବାହାନା କରନ୍ତୁ ନାହିଁ'


ନିକଟରେ ସାମନ୍ଥା ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ସେୟାର୍‌ କରିଥିଲେ I ଏଥିରେ ସେ ଜଣକର ହା ହାତ ଧରିଥିଲେ | ଉକ୍ତ ବ୍ୟକ୍ତିଙ୍କର ମୁହଁ ଦେଖାଯାଉ ନ ଥିଲା | ଦର୍ଶକେ ସେ ରାଜଙ୍କ ହାତ ଧରିଥିବା ଅନୁମାନ କରିଥିଲେ | ଅବଶ୍ୟ ସେମନଙ୍କ ପ୍ରେମ ସମ୍ପର୍କକୁ ନେଇ ଦୁହେଁ ବିଧିବଦ୍ଧ ଭାବେ କିଛି କହି ନାହାନ୍ତି I ସାମନ୍ଥା, ରାଜ୍‌ଙ୍କ ସହ 'ଦ ଫ୍ୟାମିଲି ମ୍ୟାନ୍ ସିଜିନ୍ ୨' ଓ 'ସିଟା ସିଟାଡେଲ: ହନିବନି'ରେ କାମ କାମ କରିଛନ୍ତି I

ଆହୁରି ପଢ଼ନ୍ତୁ: ପଦ୍ମ ଭୂଷଣ ସମ୍ମାନ ଗ୍ରହଣ ପରେ ୨ ବର୍ଷର ନୀରବତା ଭାଙ୍ଗିଲେ ଅଲକା ୟାଗ୍ନିକ୍, ଶ୍ରବଣ ଶକ୍ତି ହରାଇବା ନେଇ ଦେଲେ ଭାବବିହ୍ୱଳ ବାର୍ତ୍ତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp