ସୋରିଷ ତେଲର ଉପକାରିତା

The Sakala Picture
Published On

ସୋରିଷ ତେଲ ନିୟମିତ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ଠିକ ଭାବେ ହୋଇଥଆଏ। ଶୋଇବା ପୂର୍ବରୁ ନିୟମିତ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବା ଦୃଷ୍ଟି ଶକ୍ତି ବଢ଼ିଥାଏ। – ସୋରିଷ ତେଲ ପାଦ ତଳେ ମାଲିସ୍ କରିବା ଦ୍ବାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ। – ମାନସିକ ଚାପ, ଅବସାଦ ଓ ନିଦ୍ରାହୀନତାରୁ ବର୍ତ୍ତିବାକୁ ଚାହୁଁଥିଲେ, ୧ ମାସ ପର୍ଯ୍ଯନ୍ତ […]

ସୋରିଷ ତେଲ ନିୟମିତ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ଠିକ ଭାବେ ହୋଇଥଆଏ। ଶୋଇବା ପୂର୍ବରୁ ନିୟମିତ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବା ଦୃଷ୍ଟି ଶକ୍ତି ବଢ଼ିଥାଏ।

ଆହୁରି ପଢ଼ନ୍ତୁ: ଆସିବ ନାହିଁ ବାର୍ଦ୍ଧକ୍ୟ, ସକ୍ରିୟ ହେବ ଦୁର୍ବଳ ଓ ମୃତ ଜୀବକୋଷ; ଔଷଧର ପ୍ରଥମ ମାନବ ପରୀକ୍ଷଣ ଆରମ୍ଭ

– ସୋରିଷ ତେଲ ପାଦ ତଳେ ମାଲିସ୍ କରିବା ଦ୍ବାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ।
– ମାନସିକ ଚାପ, ଅବସାଦ ଓ ନିଦ୍ରାହୀନତାରୁ ବର୍ତ୍ତିବାକୁ ଚାହୁଁଥିଲେ, ୧ ମାସ ପର୍ଯ୍ଯନ୍ତ ସୋରିଷ ତେଲ ପାଦ ତଳେ ମାଲିସ୍ କରନ୍ତୁ।

– ସପ୍ତାହରେ ୨-୩ ଦିନ ଏଇ ଉପାୟ କରନ୍ତୁ, ଦେଖିବେ ନିଶ୍ଚୟ ଉପଶମ ମିଳିବ। ବଡ଼ କୁଣ୍ଡରେ ଉଷୁମ ପାଣି ଭର୍ତ୍ତି କରି ସେଥିରେ ୨-୩ ଚାମଚ ସୋରିଷ ତେଲ ପକାନ୍ତୁ। ସେହି ପାଣିରେ ପାଦ ୨୦ ମିନିଟ୍ ବୁଡ଼ାଇ ପରେ ଭଲଭାବେ ପୋଛିନେବେ। ଭଲ ନିଦ୍ରା ନିମନ୍ତେ ଏହା ଏକ ଉତ୍ତମ ଉପାୟ।

27 Feb 2021 By The Sakala

ସୋରିଷ ତେଲର ଉପକାରିତା

ସୋରିଷ ତେଲ ନିୟମିତ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ଠିକ ଭାବେ ହୋଇଥଆଏ। ଶୋଇବା ପୂର୍ବରୁ ନିୟମିତ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବା ଦୃଷ୍ଟି ଶକ୍ତି ବଢ଼ିଥାଏ।

– ସୋରିଷ ତେଲ ପାଦ ତଳେ ମାଲିସ୍ କରିବା ଦ୍ବାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ।
– ମାନସିକ ଚାପ, ଅବସାଦ ଓ ନିଦ୍ରାହୀନତାରୁ ବର୍ତ୍ତିବାକୁ ଚାହୁଁଥିଲେ, ୧ ମାସ ପର୍ଯ୍ଯନ୍ତ ସୋରିଷ ତେଲ ପାଦ ତଳେ ମାଲିସ୍ କରନ୍ତୁ।

– ସପ୍ତାହରେ ୨-୩ ଦିନ ଏଇ ଉପାୟ କରନ୍ତୁ, ଦେଖିବେ ନିଶ୍ଚୟ ଉପଶମ ମିଳିବ। ବଡ଼ କୁଣ୍ଡରେ ଉଷୁମ ପାଣି ଭର୍ତ୍ତି କରି ସେଥିରେ ୨-୩ ଚାମଚ ସୋରିଷ ତେଲ ପକାନ୍ତୁ। ସେହି ପାଣିରେ ପାଦ ୨୦ ମିନିଟ୍ ବୁଡ଼ାଇ ପରେ ଭଲଭାବେ ପୋଛିନେବେ। ଭଲ ନିଦ୍ରା ନିମନ୍ତେ ଏହା ଏକ ଉତ୍ତମ ଉପାୟ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp