ସ୍ଵାସ୍ଥ୍ୟ

ସାବଧାନ ! ରାତିରେ ଲାଇଟ୍‌ ଜଳାଇ ଶୋଉଛନ୍ତି କି, ଆପଣଙ୍କ ହୃଦୟ ଓ ମସ୍ତିଷ୍କ ଉପରେ ପଡିପାରେ ପ୍ରଭାବ

ଅନେକ ଲୋକ ରାତିରେ ଶୋଇବା ପୂର୍ବରୁ ଲାଇଟ୍‌ ବନ୍ଦ କରିକି ଶୁଅନ୍ତି। ଆଉ କେତେ ଜଣ ଅନ୍ଧାରକୁ ଡରି ରାତିରେ ଲାଇଟ୍ ଜଳାଇ ଶୁଅନ୍ତି। ତେବେ ହାଭାର୍ଡ ବିଶ୍ବବିଦ୍ୟାଳୟର ଏକ ଗବେଷଣାରେ ରାତିରେ ଲାଇଟ୍ ଜଳାଇ ଶୋଇବା ଆଦୌ ଭଲ ନୁହେଁ ବୋଲି କୁହାଯାଇଛି। ବିଶ୍ବବିଦ୍ୟାଳୟର ଗବେଷକମାନେ ଲୋକଙ୍କ ଶୋଇବା ଉପରେ ଏକ ଗବେଷଣା କରିଥିଲେ।...
ସ୍ଵାସ୍ଥ୍ୟ 

ଶୀତଦିନେ ହୃଦ୍‌ରୋଗୀଙ୍କ ପାଇଁ ସତର୍କତା...

ଶୀତଋତୁରେ ବାୟୁମଣ୍ଡଳର ତାପମାତ୍ରା କମିଯାଏ। ଏହି ପରିବର୍ତ୍ତନ ମନୁଷ୍ୟର ଶରୀର ଉପରେ ପ୍ରଭାବ ପକାଇଥାଏ। ତାପମାତ୍ରା ସର୍ବାଧିକ ହ୍ରାସ ପାଇଲେ, ଧମନୀ ସଙ୍କୁଚିତ ହୁଏ। ଏହାଦ୍ବାରା ରକ୍ତଚାପସ୍ତର ବଢ଼ିଯାଇଥାଏ। ରକ୍ତଚାପ ବଢ଼ିଲେ ହୃଦୟ ଉପରେ ପ୍ରଭାବ ପଡ଼ିପାରେ। ତେଣୁ ଉଚ୍ଚରକ୍ତଚାପରେ ପୀଡ଼ିତ ଓ ହୃଦ୍‌ରୋଗୀ ଥଣ୍ଡା ସମୟରେ ସତର୍କ ରହିବା ଜରୁରି। ଶୀତଋତୁରେ ବୟସ୍କ ବ୍ୟକ୍ତି,...
ସ୍ଵାସ୍ଥ୍ୟ 

ଆଜିକାଲି କଅଁଳ ବୟସରୁ ପରିପକ୍ଵ ହେଉଛନ୍ତି ପିଲା; ଆସନ୍ତୁ ଜାଣିବା ଏହାର କାରଣ କ’ଣ ଏବଂ ସମାଧାନ ବିଷୟରେ...

ଆଧୁନିକ ଜୀବନଶୈଳୀ, ଦୀର୍ଘ ସମୟ ଫୋନ୍‌ ବ୍ୟବହାର ଆଦି ଅଭ୍ୟାସ ଯୋଗୁଁ ଏବେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ହେଉଛି। ସେଥିରୁ ପ୍ରିକୋସିୟସ୍‌ ପ୍ୟୁବର୍ଟି ଯୋଗୁଁ  ପିଲାମାନେ କଅଁଳ ବୟସରୁ ପରିପକ୍ବ ହେଉଛନ୍ତି। ମାତ୍ର ୭ରୁ୮ବର୍ଷରୁ ପୁଅ ଓ ଝିଅଙ୍କ ଶାରୀରିକ ଓ ମାନସିକ ପରିବର୍ତ୍ତନ ହେଉଛି। ଏହା ପ୍ରାୟତଃ ଅଭିଭାବକଙ୍କ ଚିନ୍ତା ବଢ଼ାଇଛି। ତେଣୁ ଏହି...
ସ୍ଵାସ୍ଥ୍ୟ 

ଔଷଧୀୟ ଗୁଣରେ ଭରପୁର ଲାଉ; ରକ୍ତଚାପକୁ ନିୟନ୍ତ୍ରିତ ରଖେ ଲାଉ ଜୁସ୍‌

ଆୟୁର୍ବେଦରେ ଲାଉର ଅନେକ ଔଷଧୀୟ ଗୁଣ ଭରି ରହିଛି। ଲାଉରୁ ପ୍ରସ୍ତୁତ ଜୁସ୍‌ ପିଇଲେ ଏହା ଶରୀରରୁ ବିଷାକ୍ତ ତତ୍ତ୍ବ ବାହାର କରିପାରେ। ଲାଉ ଜୁସ୍‌ରେ ଭିଟାମିନ୍‌, ମିନେରାଲ ଅନେକ ପୋଷକତତ୍ତ୍ବ ରହିଛି। ତେଣୁ ନିୟମିତ ରୂପେ ସଠିକ ମାତ୍ରାରେ ଏହାକୁ ସେବନ କଲେ, ଶରୀରର ବିଭିନ୍ନ ରୋଗ ଦୂର ହୋଇପାରେ। ଶୀତଦିନେ ଲାଉ ଜୁସ୍‌...
ସ୍ଵାସ୍ଥ୍ୟ 

ପ୍ରଦୂଷଣ ସମୟରେ ସୂର୍ଯ୍ୟାସ୍ତ ପୂର୍ବରୁ ଚାଲିବା ସ୍ୱାସ୍ଥ୍ୟ ପକ୍ଷେ ହିତକର

ବାୟୁ ପ୍ରଦୂଷଣ ଏବେ ଚିନ୍ତାର କାରଣ ପାଲଟିଛି। ଦିଲ୍ଲୀ, ନୋଏଡା, ଗାଜିଆବାଦ ଏବଂ ଗୁଡଗାଓଁ ଆଦି ସ୍ଥାନର ଲୋକେ ପ୍ରଦୂଷଣକୁ ନେଇ ବେଶ୍‌ ଚିନ୍ତିତ। ପ୍ରଦୂଷଣ ଯୋଗୁ ଶ୍ବାସକ୍ରିୟାରେ ସମସ୍ୟା, ଆଖି ଜଳାପୋଡ଼ା, କାଶ, ଆଲର୍ଜି ଭଳି ସମସ୍ୟା ବୃଦ୍ଧି ପାଉଛି। ପ୍ରଦୂଷିତ ପରିବେଶରେ ଜଣେ କେଉଁ ସମୟରେ ବାହାରେ ଚଲାବୁଲା କରିପାରିବେ ସେନେଇ ଏବେ...
ବିଶେଷ  ସ୍ଵାସ୍ଥ୍ୟ 

ଓଜନ ନିୟନ୍ତ୍ରଣକାରୀ ଧନିଆ: ଚର୍ବି କମାଇବାରେ ମୁଖ୍ୟ ଭୂମିକା ନିଭାଇଥାଏ

ଧନିଆ ମସଲା ଭାବେ ବ୍ୟବହାର ହୁଏ। ତରକାରି ହେଉ କି ସାଲାଡରେ ଧନିଆ ପତ୍ର ବ୍ୟବହାର କରାଯାଏ। ଧନିଆପତ୍ର ଓ ଏବଂ ମଞ୍ଜିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ଔଷଧୀୟ ଗୁଣ ରହିଛି।  ଏହା ନାନା ରୋଗ ଦୂର କରେ। ଓଜନ ନିୟନ୍ତ୍ରଣ ପାଇଁ ଧନିଆ ଏକ ପ୍ରଭାବୀ ବିକଳ୍ପ।  ଧନିଆରେ ଆଣ୍ଟିଅକ୍ସିଡାଣ୍ଟ ଥିବାରୁ ନିୟମିତ...
ବିଶେଷ  ସ୍ଵାସ୍ଥ୍ୟ  ଜୀବନଚର୍ଯ୍ୟା 

ଜୀବନଶୈଳୀ ଜନିତ ବିକାରରୁ ହୋଇପାରେ ଆଲଜାଇମର୍‌

ଆଲଜାଇମର୍‌ ଏକ ବୟସାଧିକ୍ୟ ରୋଗ। ଏହା ୬୦ରୁ ୬୫ ବର୍ଷ ପରେ ଆରମ୍ଭ ହୋଇଥାଏ। ପ୍ରଥମେ ସ୍ମରଣଶକ୍ତି କମିଯାଏ। ଧୀରେ ଧୀରେ ଜଣେ ନିତିଦିନଆ କାମ କରିବାରେ ଅସୁବିଧା ଭୋଗନ୍ତି। ଏହା ମସ୍ତିଷ୍କର ଏକ ଜଟିଳ ପ୍ରକ୍ରିୟାଯୋଗୁଁ ସ୍ନାୟୁ ନଷ୍ଟ ହେଲେ ହୋଇଥାଏ। ତାଛଡ଼ା ମସ୍ତିଷ୍କରେ ଆଘାତ ହୋଇଥିଲେ ମାନସିକ ଅବସାଦ ଓ ଉଚ୍ଚ ରକ୍ତଚାପ...
ବିଶେଷ  ସ୍ଵାସ୍ଥ୍ୟ 

ସ୍ୱାସ୍ଥ୍ୟ ପାଇଁ ବହୁତ କ୍ଷତିକାରକ ହୋଇଥାଏ ଧୂପକାଠି ଧୂଆଁ

ହିନ୍ଦୁ ଧର୍ମରେ ପୂଜା, ହୋମଯଜ୍ଞ ଆଦି ସମୟରେ ଧୂପକାଠି ଜଳାଯାଇଥାଏ। ଏହା ଘରେ ସକାରାତ୍ମକ ଶକ୍ତି ଆଣିଥାଏ ବୋଲି ବିଶ୍ବାସ ରହିଛି । ଧୂପକାଠିର ସୁଗନ୍ଧରେ ପରିବେଶ ମହକିବା ସହ ସକାରାତ୍ମକ ଓ ଆଧ୍ୟାତ୍ମିକ ବାତାବରଣ ଖେଳିଯାଏ। ହେଲେ ଏହାର ଧୂଆଁ ସ୍ୱାସ୍ଥ୍ୟ ପକ୍ଷେ ହାନିକାରକ। ଏପରିକି ଏହି ଧୂଆଁ ଧୀରେ ଧୀରେ ଗମ୍ଭୀର ରୋଗର...
ବିଶେଷ  ସ୍ଵାସ୍ଥ୍ୟ 

ଯନ୍ତ୍ରଣାର ଜଣାଶୁଣା ଶତ୍ରୁ ଆର୍ଥ୍ରାଇଟିସ୍‌; ଜାଣନ୍ତୁ ଏହାର କାରଣ, ଲକ୍ଷଣ, ପ୍ରଭାବ ଓ ନିରାକରଣ

ବର୍ତ୍ତମାନ ସମୟରେ ଆର୍ଥ୍ରାଇଟିସ୍‌ ଏକ  ଗମ୍ଭୀର  ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭାହୋଇଛି। ଏହା ଗତିଶୀଳତା ଓ ଦୈନନ୍ଦିନ କାର୍ଯ୍ୟକୁ ପ୍ରଭାବିତ କରିଥାଏ। ଗବେଷଣା ଅନୁଯାୟୀ, ଭାରତରେ ପ୍ରାୟ ୧୯.୫ କୋଟି ଲୋକ ଏହି ରୋଗରେ ପୀଡ଼ିତ। ମହିଳାମାନେ ଏହି ରୋଗରେ ପୁରୁଷମାନଙ୍କଠାରୁ ଦୁଇ ଗୁଣା ଅଧିକ  ପ୍ରଭାବିତ। କେବଳ ବୟସ୍କ ନୁହଁନ୍ତି; ଏବେ ଯୁବଗୋଷ୍ଠୀ ମଧ୍ୟ...
ବଡ ଖବର  ସ୍ଵାସ୍ଥ୍ୟ 

ଶକ୍ତିର ଗନ୍ତାଘର ଅଶ୍ବଗନ୍ଧା…

ଅଶ୍ବଗନ୍ଧାର ବୈଜ୍ଞାନିକ ନାଁ ଉଇଥାନିଆ ସୋମନିଫେରା। ଏଥିରେ ଭିଟାମିନ୍‌ -ବି, ଡି, ଇ, କ୍ୟାଲସିୟମ, ପଟାସିୟମ,ମ୍ୟାଗ୍ନେସିୟମ, ଜିଙ୍କ ଭଳି ଅନ୍ୟାନ୍ୟ ପୋଷକତତ୍ତ୍ବ ରହିଛି। ଅଶ୍ବଗନ୍ଧାର ମୂଳଟି ମାଂସାଳ । ପତ୍ରଗୁଡ଼ିକ ଅଣ୍ଡାକୃତି। ଏହାର ଚେରରେ ବିଭିନ୍ନ ପ୍ରକାର ଆଲକାଲଏଡ଼୍‌, ଫ୍ଲାବୋନଏଡ୍‌ ଆଦି ଥିବାରୁ ଏହା ବହୁ ଔଷଧ ତିଆରିରେ ବ୍ୟବହୃତ ହୁଏ। ଆୟୁର୍ବେଦରେ ଅଶ୍ବଗନ୍ଧାକୁ ଔଷଧ ଭାବେ ବ୍ୟବହାର କରାଯାଏ। ଏଥିରେ ଥିବା ହେମାଟିନିକ ରକ୍ତରେ ଲୌହ ଅଂଶ ବୃଦ୍ଧି କରାଏ। କୃମିନାଶକ, ବ୍ୟଥା ଉପଶମକାରୀ, ରକ୍ତବିଶୋଧକ, […]
ସ୍ଵାସ୍ଥ୍ୟ 

ଡାକ୍ତରଙ୍କ ଚେତାବନୀ……ଏହି ଅଭ୍ୟାସ ପାଇଁ ୩୦ ବର୍ଷରୁ କମ୍ ବୟସରେ ମଧ୍ୟ ହୃଦ୍‌ଘାତର ବିପଦ ବଢୁଛି

ଆଜିର ଯୁଗରେ ହୃଦୟ ବା ହାର୍ଟ ବିଷୟରେ କଥାବାର୍ତ୍ତା କରିବା ଯେତେ ରୋମାଣ୍ଟିକ ମନେହୁଏ, ଏହାର ଅନ୍ୟ ଦିଗଟି ମଧ୍ୟ ସମାନ ଭାବରେ ଭୟଙ୍କର। ସାମ୍ପ୍ରତିକ ବର୍ଷଗୁଡ଼ିକରେ ଭାରତୀୟ ଜନସଂଖ୍ୟାରେ ହାର୍ଟ ସମ୍ବନ୍ଧୀୟ ସମସ୍ୟା  ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଆପଣ ପ୍ରତିଦିନ ଖବରକାଗଜ ଏବଂ ସୋସିଆଲ ମିଡିଆ ମାଧ୍ୟମରେ ଯୁବ ବୟସରେ ହୃଦ୍‌ଘାତ ଯୋଗୁଁ ମୃତ୍ୟୁ ଘଟଣା ପଢିଥିବେ। ଏହା ମଧ୍ୟ ଚିନ୍ତାଜନକ କାରଣ ସାମ୍ପ୍ରତିକ ବର୍ଷଗୁଡ଼ିକରେ, ୨୦ ବର୍ଷରୁ କମ୍ ବୟସର ଯୁବକଙ୍କ ମଧ୍ୟରେ […]
ବିଶେଷ  ସ୍ଵାସ୍ଥ୍ୟ 

ଲୋ-ବ୍ଳଡ୍‌ ପ୍ରେସର ଅଛି କି? ଜାଣନ୍ତୁ ଏହାର ଆୟୁର୍ବେଦ ଉପଚାର….

ଉଚ୍ଚ ରକ୍ତଚାପ ପରି ନିମ୍ନ ରକ୍ତଚାପ ମଧ୍ୟ ଏକ ସ୍ବାସ୍ଥ୍ୟଗତ ସମସ୍ୟା। ସ୍ବାଭାବିକ ରକ୍ତଚାପ ହେଉଛି ୧୨୦/୮୦ ଏମ୍‌ଏମ୍‌ଏଚଜି। ଏଥିରୁ କମ୍ ହୋଇଗଲେ, ତାହାକୁ ନିମ୍ନ ରକ୍ତଚାପ ବୋଲି କୁହାଯାଏ। ତେବେ ଏହାର ଆୟୁର୍ବେଦ ଉପଚାର ସମ୍ବନ୍ଧରେ ଜାଣିବା।  ନିମ୍ନ ରକ୍ତଚାପ ଯୋଗୁଁ ଝାପ୍ସା ଦେଖାଯିବା, ମୁଣ୍ଡ ବୁଲାଇବା, ବାନ୍ତି ଲାଗିବା, ଅବସାଦ, ଥକ୍କା ଅନୁଭବ,  ଥଣ୍ଡା ଲାଗିବା, ଶ୍ବାସକ୍ରିୟାରେ ସମସ୍ୟା ଆଦି ଲକ୍ଷଣ ଦେଖାଯାଏ। ଏହା  ଷ୍ଟ୍ରୋକ୍‌  ଓ ହୃଦ୍‌ଜନିତ ରୋଗ ଆଶଙ୍କାକୁ ବୃଦ୍ଧି କରାଏ।  […]
ବିଶେଷ  ସ୍ଵାସ୍ଥ୍ୟ