ଶୁକ୍ରବାର ରାଶିଫଳ (୧୨- ୦୩-୨୦୨୧ )

The Sakala Picture
Published On

ମେଷ:ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍ ମିଥୁନ:ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣ ହୋଇପାରନ୍ତି। ଚାକିରିରେ ଦାୟିତ୍ୱରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳ […]

ମେଷ:ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ:ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣ ହୋଇପାରନ୍ତି। ଚାକିରିରେ ଦାୟିତ୍ୱରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ:ଶତ୍ରୁମାନେ ପ୍ରଭାବିତ କରିପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଅପକୀର୍ତ୍ତି ପାଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:କର୍ମକ୍ଷେତ୍ରରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଯଶକୀର୍ତ୍ତୀ ପାଇବେ। ବାଣିଜ୍ୟରେ ଲାଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଦିନଟି କର୍ମତତ୍ପର ରହିବେ। ମହିଳାମାନେ ବୁଦ୍ଧିମତିର ପରିଚୟ ଦେବେ। ଚାକିରିରେ ସ୍ଥାୟୀତ୍ବ ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଉଦଯୋଗ କରି ସୁଫଳ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ବୁଦ୍ଧିମତା ଦ୍ବାରା କାର୍ଯ୍ୟ ହାସଲ କରିବେ। ମହିଳାମାନେ ରକ୍ଷଣଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:କର୍ମକ୍ଷେତ୍ରରେ ଶିଥିଳତା ରହିବ। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- କଳା

କୁମ୍ଭ:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଘାତଚକ୍ର ପ୍ରଭାବରୁ ଅଯଥା ବ୍ୟୟ ଓ ଅଭାବ ଦେଖା ଦେବ। ସାଂସାରିକ ଅଶାନ୍ତି ଦେଖାଦେବ। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

12 Mar 2021 By The Sakala

ଶୁକ୍ରବାର ରାଶିଫଳ (୧୨- ୦୩-୨୦୨୧ )

ମେଷ:ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣ ହୋଇପାରନ୍ତି। ଚାକିରିରେ ଦାୟିତ୍ୱରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

କର୍କଟ:ଶତ୍ରୁମାନେ ପ୍ରଭାବିତ କରିପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଅପକୀର୍ତ୍ତି ପାଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:କର୍ମକ୍ଷେତ୍ରରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଯଶକୀର୍ତ୍ତୀ ପାଇବେ। ବାଣିଜ୍ୟରେ ଲାଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଦିନଟି କର୍ମତତ୍ପର ରହିବେ। ମହିଳାମାନେ ବୁଦ୍ଧିମତିର ପରିଚୟ ଦେବେ। ଚାକିରିରେ ସ୍ଥାୟୀତ୍ବ ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଉଦଯୋଗ କରି ସୁଫଳ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ବୁଦ୍ଧିମତା ଦ୍ବାରା କାର୍ଯ୍ୟ ହାସଲ କରିବେ। ମହିଳାମାନେ ରକ୍ଷଣଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:କର୍ମକ୍ଷେତ୍ରରେ ଶିଥିଳତା ରହିବ। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- କଳା

କୁମ୍ଭ:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଘାତଚକ୍ର ପ୍ରଭାବରୁ ଅଯଥା ବ୍ୟୟ ଓ ଅଭାବ ଦେଖା ଦେବ। ସାଂସାରିକ ଅଶାନ୍ତି ଦେଖାଦେବ। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

https://www.thesakala.in/horoscope/12th-march-2021-friday-rasiphala/article-620
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp