ମନୋରଞ୍ଜନ
ଓଡ଼ିଶା
ଶନିବାର ରାଶିଫଳ ( ୧୩ – ୦୭ – ୨୦୨୪ )
ମେଷ: ଦିନଟି ଭଲରେ କଟିବ। ପଶ୍ଚାତାପ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବ କରନ୍ତୁ। ବ୍ୟବସାୟରେ ସଫଳତା ପାଇବେ। ବୃଷ: ଦୀର୍ଘଦିନ ଧରି ଅଟକି ଥିବା କାର୍ଯ୍ୟରେ ସଫଳତା ମିଳିବ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଠି ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ହେବ। ମିଥୁନ: କାମ କରିବାର ତରିକାକୁ ବଦାଳନ୍ତୁ। ଆର୍ଥିକ ସ୍ଥିତି ଠିକ୍ ରହିବ। ବ୍ୟବସାୟିକ ନିଷ୍ପତ୍ତି ଭାବିଚିନ୍ତି ନେବା ଭଲ। […]
ମେଷ: ଦିନଟି ଭଲରେ କଟିବ। ପଶ୍ଚାତାପ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବ କରନ୍ତୁ। ବ୍ୟବସାୟରେ ସଫଳତା ପାଇବେ।
ବୃଷ: ଦୀର୍ଘଦିନ ଧରି ଅଟକି ଥିବା କାର୍ଯ୍ୟରେ ସଫଳତା ମିଳିବ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଠି ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ହେବ।
ମିଥୁନ: କାମ କରିବାର ତରିକାକୁ ବଦାଳନ୍ତୁ। ଆର୍ଥିକ ସ୍ଥିତି ଠିକ୍ ରହିବ। ବ୍ୟବସାୟିକ ନିଷ୍ପତ୍ତି ଭାବିଚିନ୍ତି ନେବା ଭଲ। ବିଦ୍ୟାର୍ଥୀମାନେ ଭଲ ପ୍ରଦର୍ଶନ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
କର୍କଟ: ମାନସିକ ଶାନ୍ତି ମିଳିବ। ଅଟକି ଥିବା କାର୍ଯ୍ୟ ପୂରା ହେବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସମସ୍ତଙ୍କ ସହ ଭଲ ଆଚରଣ ଦେଖାନ୍ତୁ। ଗୁରୁଜନଙ୍କଠାରୁ ପରାମର୍ଶ ନେବା ଫଳପ୍ରଦ।
ସିଂହ: ଅନ୍ୟଙ୍କୁ ବିଶ୍ବାସ କରି ବ୍ୟକ୍ତିଗତ କଥା କୁହନ୍ତୁନି। ଯୋଜନା ମୁତାବକ କାମ କରନ୍ତୁ। ସମସ୍ୟାରେ ପଡ଼ିବାର ଆଶଙ୍କା ଅଧିକ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଅଚାନକ ଖୁସି ଖବର ପାଇବେ ।
କନ୍ୟା: କୋର୍ଟକଚେରୀ ମାମଲାର ଶୁଣାଣି ହେବ। ବିପଦରେ ପଡ଼ିପାରନ୍ତି। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ଖର୍ଚ୍ଚ ବଢ଼ିବ। ସକାରାତ୍ମକ ଚିନ୍ତାଧାରାରେ ସମସ୍ୟାର ସମାଧାନ କରନ୍ତୁ।
ତୁଳା: ଅଫିସ କାମକୁ ନେଇ ଚିନ୍ତାରେ ରହିବେ। ଅନ୍ୟମାନଙ୍କ କଥାରେ ପରିଚାଳିତ ହୁଅନ୍ତୁ ନାହିଁ। ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାନ୍ତୁ। ମହିଳାମାନଙ୍କ ପାଇଁ ଦିନଟି ଭଲ। ପ୍ରେମ ବ୍ୟାପାରରେ ସଫଳ ହେବେ।
ବିଛା: ପରିଶ୍ରମ ଅନୁସାରେ ଫଳ ମିଳିବ। ନିଷ୍ପତ୍ତି ନିଜେ ନିଅନ୍ତୁ। ଯୋଜନା ଅନୁସାରେ କାମ କରିବା ଭଲ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରନ୍ତୁନି। ଷ୍ଟକ୍ ମାର୍କେଟ ସହିତ ଜଡ଼ିତ ବ୍ୟକ୍ତିଙ୍କୁ ଲାଭ ମିଳିବ।
ଧନୁ: କ୍ରୋଧ ଉପରେ ନିୟନ୍ତ୍ରଣ କରନ୍ତୁ। ଲୋକସମ୍ପର୍କ ବଢ଼ିବ। ଅଫିସ୍ର ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ଆୟ ମୁତାବକ ଖର୍ଚ୍ଚ କରିବା ଭଲ। କାହାକୁ ବାଧିଲା ପରି କଥା କୁହନ୍ତୁନି।
ମକର: ଯୁବପିଢ଼ିଙ୍କ ପାଇଁ ଦିନଟି ଭଲ। ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ। ବୈବାହିକ ସମ୍ପର୍କରେ ମଧୁରତା ଆସିବ। ମହିଳାମାନେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ପେଟଜନିତ ସମସ୍ୟା ହୋଇପାରେ।
କୁମ୍ଭ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା ଅର୍ଥ ଫେରିପାଇବେ। ଅତିଥି ସତ୍କାରରେ ଦିନ ବିତିବ। କର୍ମଚାରୀଙ୍କ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ।
ମୀନ: ପରିବାର ପାଇଁ ସମୟ କାଢ଼ନ୍ତୁ। ବିପଦରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟର ହାତ ବଢ଼ାନ୍ତୁ। କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ବଢ଼ିବ। ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି।