ମନୋରଞ୍ଜନ

ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଚୁପ୍ କାହିଁକି ଥିଲେ ସୋନୁ ନିଗମ? ଦେଲେ ଏମିତି ଉତ୍ତର, କହିଲେ- 'ବାପାଙ୍କୁ କଥା ଦେଇଛି...'
ଭାରତରେ ପ୍ରତିବନ୍ଧକ ନେଇ ମୁହଁ ଖୋଲିଲେ ଅତିଫ ଅସଲାମ: କହିଲେ- 'ଯେଉଁମାନେ ବ୍ୟାନ୍ ଲଗାଇଲେ ସେମାନଙ୍କୁ ଧନ୍ୟବାଦ, ଫ୍ୟାନ୍ସ ଭିପିଏନରେ ଶୁଣୁଛନ୍ତି ଗୀତ'
୭୩ ବର୍ଷୀୟ ବଲିଉଡ ନିର୍ଦ୍ଦେଶକ ଶକିଲ ନୁରାନୀ ଗିରଫ, ୩୩ ବର୍ଷୀୟା ଅଭିନେତ୍ରୀଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲ୍ ଅଭିଯୋଗ
ଗୋଆ ଏୟାରବିଏନବିରୁ ଦୈନିକ ୪୦,୦୦୦ ଟଙ୍କା ରୋଜଗାର ଆଶା ଫେଲ୍: ବାସ୍ତବତାକୁ ସ୍ୱୀକାର କଲେ ଅଭିନେତ୍ରୀ ପାରୁଲ ଗୁଲାଟୀ

ଶୁକ୍ରବାର ରାଶିଫଳ ( ୧୩-୦୬-୨୦୨୫ )

The Sakala Picture
Published On

ମେଷ: ବନ୍ଧୁଙ୍କ ସହଯୋଗ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ଅର୍ଥପ୍ରାପ୍ତି ଯୋଗ ଅଛି। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହୋଇପାରେ। ଆୟ ବ୍ୟୟ ସମାନ ରହିବ। ଦାନ ଧର୍ମ କରିବେ। ବୃଷ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ମିଥୁନ: ଅଫିସ୍‌ରେ ନୂଆ ଦାୟିତ୍ବ ମିଳିପାରେ। ଘର […]

ମେଷ: ବନ୍ଧୁଙ୍କ ସହଯୋଗ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ଅର୍ଥପ୍ରାପ୍ତି ଯୋଗ ଅଛି। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହୋଇପାରେ। ଆୟ ବ୍ୟୟ ସମାନ ରହିବ। ଦାନ ଧର୍ମ କରିବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୨-୦୮-୨୦୨୬)

ବୃଷ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୪-୦୮-୨୦୨୬ )

ମିଥୁନ: ଅଫିସ୍‌ରେ ନୂଆ ଦାୟିତ୍ବ ମିଳିପାରେ। ଘର ପାଇଁ ନୂଆ ଜିନିଷ କିଣିବେ। ବ୍ୟବସାୟରେ ଲାଭ ହେବ। ମାର୍କେଟିଂ ସହ ଜଡ଼ିତ ଲୋକଙ୍କୁ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବାପାମାଆଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିରୋଧୀ କାମରେ ବାଧା ଦେବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ।

ସିଂହ: ଭାଇଭଉଣୀଙ୍କ ସାହାଯ୍ୟ ମିଳିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ସମୟ ପୂର୍ବରୁ କାମ ପୂରା କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନସାଥୀଙ୍କ ସହ ସୁନ୍ଦର ସମୟ ଅତିବାହିତ କରିବେ।

କନ୍ୟା: ଯାତ୍ରାରୁ ଲାଭ ହେବ। କୌଣସି କାର୍ଯ୍ୟକୁ ପୂରା କରିବାରେ ପଡ଼ୋଶୀ ସହାୟତା କରିବେ। ମହିଳାମାନେ କର୍ମଚଞ୍ଚଳ ରହିବେ। ଆଧ୍ୟାତ୍ମିକ ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।

ତୁଳା: ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ସମସ୍ୟା ଦେଖା ଦେଇପାରେ। ଯାନବାହନ ଚାଳନା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତା ବଢ଼ାଇପାରେ।

ବିଛା: ମାନସିକ ଚିନ୍ତା ଦୂର ହେବ। ସମାଜସେବା ଲାଗି ସମ୍ମାନିତ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ସମ୍ବନ୍ଧ ମଜଭୁତ ହେବ। ପିଲାମାନେ ଖେଳରେ ସମୟ ବିତାଇବେ।

ଧନୁ: ବ୍ୟବସାୟରେ ଉନ୍ନତି ଘଟିପାରେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ମନ ପ୍ରସନ୍ନ ରହିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀ ସମ୍ମାନିତ କରିବେ। ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।

ମକର: କାମ ବୋଝ ଅଧିକ ରହିବ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ପରିବାରକୁ ନେଇ କୌଣସି ବଡ଼ ନିଷ୍ପତ୍ତି ନେବେ। କ୍ୟାରିୟରକୁ ଆଗକୁ ନେବା ପାଇଁ ନୂଆ ସୁଯୋଗ ମିଳିବ।

କୁମ୍ଭ: ଶୁଭ ଖବର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ମହିଳା ବନ୍ଧୁଙ୍କ ସହଯୋଗ ମିଳିବ। ପରିବାର ସହ ସମୟ ବିତାଇବେ।

ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀମାନେ ଖେଳକୁଦ ଓ ମନୋରଞ୍ଜନରେ ସମୟ ଅତିବାହିତ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

13 Jun 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp