କେମିତି କଟିବ ରଜ, ଜାଣନ୍ତୁ ଆଜିର ରାଶିଫଳ ( ୧୪-୦୬-୨୦୨୫ )

The Sakala Picture
Published On

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରର ସହଯୋଗ ମିଳିବ। ସମ୍ପର୍କୀୟ ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସହଯୋଗ ମନୋଭାବ ରହିବ। ଘରେ ପୂଜାପାଠର ଆୟୋଜନ ହେବ। ବୃଷ: ଜମିବାଡ଼ି କିଣିବା ଯୋଜନା କରିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ଉଜ୍ଜ୍ବଳ ଭବିଷ୍ୟତ ରହିବ। କୌଣସି ଶୁଭ ସମାଚାର ମିଳିପାରେ। ସେୟାର ବଜାରରେ ନିବେଶ କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ମିଥୁନ: ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ […]

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରର ସହଯୋଗ ମିଳିବ। ସମ୍ପର୍କୀୟ ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସହଯୋଗ ମନୋଭାବ ରହିବ। ଘରେ ପୂଜାପାଠର ଆୟୋଜନ ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୨୨-୦୭-୨୦୨୬)

ବୃଷ: ଜମିବାଡ଼ି କିଣିବା ଯୋଜନା କରିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ଉଜ୍ଜ୍ବଳ ଭବିଷ୍ୟତ ରହିବ। କୌଣସି ଶୁଭ ସମାଚାର ମିଳିପାରେ। ସେୟାର ବଜାରରେ ନିବେଶ କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୭-୨୦୨୬)

ମିଥୁନ: ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଥାବାର୍ତ୍ତାରେ ମଧୁରତା ରଖିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

କର୍କଟ : ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ପରିବାର ସହ ଯାତ୍ରା ଯୋଗ ରହିଛି। ଘରକୁ ଅତିଥି ଆଗମନ କରିବେ। ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ଦିନଟି ହସଖୁସିରେ ଅତିବାହିତ କରିବେ। ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ଧ୍ୟାନ କେନ୍ଦ୍ରିତ କରିବେ ନାହିଁ। ଜୀବନସାଥୀଙ୍କ ସହଯୋଗ ରହିବ।

କନ୍ୟା: ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସଫଳ ହେବେ। ରିୟଲ ଇଷ୍ଟେଷ୍ଟ ବ୍ୟବସାୟରେ ଲାଭ ହେବ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। କୌଣସି ଶୁଭ ସମାଚାର ପାଇବେ। ପ୍ରେମ ବ୍ୟାପାରରେ ସଫଳ ହେବେ।

ତୁଳା: ମନ ପ୍ରସନ୍ନ ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ବିଛା: ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ଧନୁ: କୌଣସି ନୂଆ କାମ ମିଳିପାରେ। ନିବେଶ ପାଇଁ ଭଲ ସମୟ। ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। କୌଣସି କାମ ପାଇଁ ପ୍ରଶଂସିତ ହେବେ। ।

ମକର: ଚାକିରିରେ ବଦଳି ସମ୍ଭାବନା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।

କୁମ୍ଭ: ପରିବାରର ସହଯୋଗ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ବିଦେଶ ଯାତ୍ରା ଯୋଗ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଓ ବ୍ୟୟ ସମାନ ରହିବ।

ମୀନ: କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ଦୀର୍ଘ ଦିନର ଆଶା ପୂରଣ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

14 Jun 2025 By The Sakala

କେମିତି କଟିବ ରଜ, ଜାଣନ୍ତୁ ଆଜିର ରାଶିଫଳ ( ୧୪-୦୬-୨୦୨୫ )

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରର ସହଯୋଗ ମିଳିବ। ସମ୍ପର୍କୀୟ ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସହଯୋଗ ମନୋଭାବ ରହିବ। ଘରେ ପୂଜାପାଠର ଆୟୋଜନ ହେବ।

ବୃଷ: ଜମିବାଡ଼ି କିଣିବା ଯୋଜନା କରିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ଉଜ୍ଜ୍ବଳ ଭବିଷ୍ୟତ ରହିବ। କୌଣସି ଶୁଭ ସମାଚାର ମିଳିପାରେ। ସେୟାର ବଜାରରେ ନିବେଶ କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

ମିଥୁନ: ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଥାବାର୍ତ୍ତାରେ ମଧୁରତା ରଖିବେ।

କର୍କଟ : ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ପରିବାର ସହ ଯାତ୍ରା ଯୋଗ ରହିଛି। ଘରକୁ ଅତିଥି ଆଗମନ କରିବେ। ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ଦିନଟି ହସଖୁସିରେ ଅତିବାହିତ କରିବେ। ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ଧ୍ୟାନ କେନ୍ଦ୍ରିତ କରିବେ ନାହିଁ। ଜୀବନସାଥୀଙ୍କ ସହଯୋଗ ରହିବ।

କନ୍ୟା: ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସଫଳ ହେବେ। ରିୟଲ ଇଷ୍ଟେଷ୍ଟ ବ୍ୟବସାୟରେ ଲାଭ ହେବ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। କୌଣସି ଶୁଭ ସମାଚାର ପାଇବେ। ପ୍ରେମ ବ୍ୟାପାରରେ ସଫଳ ହେବେ।

ତୁଳା: ମନ ପ୍ରସନ୍ନ ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ବିଛା: ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ଧନୁ: କୌଣସି ନୂଆ କାମ ମିଳିପାରେ। ନିବେଶ ପାଇଁ ଭଲ ସମୟ। ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। କୌଣସି କାମ ପାଇଁ ପ୍ରଶଂସିତ ହେବେ। ।

ମକର: ଚାକିରିରେ ବଦଳି ସମ୍ଭାବନା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।

କୁମ୍ଭ: ପରିବାରର ସହଯୋଗ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ବିଦେଶ ଯାତ୍ରା ଯୋଗ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଓ ବ୍ୟୟ ସମାନ ରହିବ।

ମୀନ: କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ଦୀର୍ଘ ଦିନର ଆଶା ପୂରଣ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp