ସୋମବାର ରାଶିଫଳ ( ୧୪ – ୦୩ – ୨୦୨୨ )

ମେଷ: କାର୍ଯ୍ୟ ମନ୍ଥର ଓ ବ୍ୟୟବୃଦ୍ଧି ଦେଖା ଦେବ। ମହିଳାମାନେ ହତାଦର ହେବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – କ୍ରିମ୍ । ବୃଷ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ଦାୟିତ୍ଵବୋଧ ରହିବ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ […]

ମେଷ: କାର୍ଯ୍ୟ ମନ୍ଥର ଓ ବ୍ୟୟବୃଦ୍ଧି ଦେଖା ଦେବ। ମହିଳାମାନେ ହତାଦର ହେବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – କ୍ରିମ୍ ।

ବୃଷ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ଦାୟିତ୍ଵବୋଧ ରହିବ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।

ମିଥୁନ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଶତ୍ରବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ – ମେଟାଲିକ୍।

କର୍କଟ: ଦିନଟି ହର୍ସୋଲ୍ଲାସରେ କଟିବ। ରାଜନୀତିରେ ଲୋକପ୍ରିୟ ହେବେ । ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।

ସିଂହ: କର୍ମକ୍ଷେତ୍ରରେ ପରାଧୀନତା ଦେଖାଦେବ । ରାଜନୀତିରେ ସମସ୍ୟା ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ସହ ଭୁଲ୍ ବୁଝାମଣା ରହିବ। ବାଣିଜ୍ୟରେ ପ୍ରତିକୂଳ ସ୍ଥିତି ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲ୍ଡେନ୍‌।

କନ୍ୟା: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍ |

ତୁଳା କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ମନ ମୁତାବକ ଫଳ । ମିଳିବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍।

ବିଛା: ଅଟକି ରହିଥିବା କାର୍ଯ୍ୟ ସମାପନ ହେବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ମହିଳା ମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ | ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ହଳଦିଆ ।

ମକର: ବ୍ୟୟ ବହୁଳତା କାରଣରୁ ରଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍।

କୁମ୍ଭ: କାର୍ଯ୍ୟହାନି ଓ ମନସ୍ତାପ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ଅପଯଶ ପାଇବେ | ବାଣିଜ୍ୟରେ ଭଲ ହେବ ନାହିଁ । ଶିକ୍ଷାର୍ଥୀ ତ୍ରୁଟି କରିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ-କଳା |

ମୀନ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ରାଜନୀତିରେ ଧନସମ୍ମାନ ପାଇବେ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟ ମନ ମୁତାବକ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୧, ଶୁଭ ରଙ୍ଗ- ଫିକ୍ସ୍ |

About The Author: The Sakala