ଗୁରୁବାର ରାଶିଫଳ ( ୧୪ -୦୩ – ୨୦୨୪ )
ମେଷ: ଦିନଟି ହସଖୁସିରେ ଅତିବାହିତ ହେବ। ଘର ପାଇଁ ନୂଆ ଜିନିଷ କିଣିପାରନ୍ତି। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବୃଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବଢ଼ିବ। ଆୟ ଓ ବ୍ୟୟ ସମାନ ରହିବ। ମିଥୁନ: ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ବନ୍ଧୁଙ୍କ ସାହାଯ୍ୟ ମିଳିପାରେ। […]
ମେଷ: ଦିନଟି ହସଖୁସିରେ ଅତିବାହିତ ହେବ। ଘର ପାଇଁ ନୂଆ ଜିନିଷ କିଣିପାରନ୍ତି। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବଢ଼ିବ। ଆୟ ଓ ବ୍ୟୟ ସମାନ ରହିବ।
ମିଥୁନ: ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ବନ୍ଧୁଙ୍କ ସାହାଯ୍ୟ ମିଳିପାରେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି।
କର୍କଟ : ପଡ଼ୋଶୀଙ୍କ ସହ ବିବାଦ ହୋଇପାରେ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ଚାକିରିର ସୁଯୋଗ ଜୁଟିବ। ଗୁରୁଜନଙ୍କ ସହଯୋଗ ମିଳିବ। ଅଯଥା ଖର୍ଚ୍ଚ ନ କରିବା ଭଲ।
ସିଂହ: ଦିନଟି ଭଲରେ କଟିବ। ଚାକିରିରେ ପରିବର୍ତ୍ତନ ଆସିବ। କୌଣସି ନୂଆ ଦାୟିତ୍ବ ତୁଲାଇବେ। ବ୍ୟବସାୟ ସମ୍ବନ୍ଧିତ ଦୂର ସ୍ଥାନକୁ ଯାତ୍ରା କରିବେ। କାର୍ଯ୍ୟକ୍ଷେତ୍ରରେ କିଛି ସମସ୍ୟା ଆସିବ।
କନ୍ୟା: ଘରକୁ ଅତିଥି ଆଗମନ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଟକି ରହିଥିବା ଧନର ଆଗମନ ହେବ। କୌଣସି ନୂଆ ଲୋକଙ୍କ ସହ ସାକ୍ଷାତ କରିବେ। ପୂଜାର୍ଚ୍ଚନାରେ ଦିନ ବିତିବ।
ତୁଳା: ମନର ମଣିଷଙ୍କୁ ନିଜ ମନକଥା କହିବେ। ବନ୍ଧୁଙ୍କ ସହ କୌଣସି ନୂଆ କାର୍ଯ୍ୟର ଯୋଜନା କରିବେ। ପରିବାରରେ ହସ ଖୁସି ଲାଗି ରହିବ। ଉଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଶିବ ପୂଜାର୍ଚ୍ଚନା କରନ୍ତୁ।
ବିଛା: ନୂଆ ଚାକିରି ପାଇଁ ଉତ୍ସାହିତ ରହିବେ। କ୍ରୀଡ଼ାବିତ୍ଙ୍କୁ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀଙ୍କର ନୂଆ ବିଷୟ ପ୍ରତି ରୁଚି ବଢ଼ିବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ।
ଧନୁ: ବ୍ୟାଙ୍କ ଓ ଆଇଟିରେ ସଫଳତା ମିଳିବ। ବ୍ୟବସାୟକୁ ବିସ୍ତାର କରିବେ ଏବଂ ଏହାକୁ ନେଇ କୌଣସି ନୂଆ ସମସ୍ୟା ସୃଷ୍ଟି ହେବ। ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସତର୍କତା ସହ ଯାନବାହନ ଚଳାନ୍ତୁ।
ମକର: ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରଣ କରିବେ। ପୁରୁଣା ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିେବ।
କୁମ୍ଭ: ବ୍ୟବସାୟିକ ଚିନ୍ତାଧାରାରେ ପରିବର୍ତ୍ତନ ଆଣିବେ। ଉଚ୍ଚଶିକ୍ଷା ପାଇଁ ଉତ୍ତମ ସମୟ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଜମି କ୍ରୟ କରିପାରନ୍ତି। କୌଣସି ଦିଗରୁ ଧନ ମିଳିପାରେ।
ମୀନ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଡାକ୍ତରଙ୍କ ସହ ପରାମର୍ଶ କରିବେ। ରାଜନୀତିରେ ସଫଳତା ମିଳିବ। ସାଙ୍ଗସାଥୀଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।