ମେଷ: କର୍ମକ୍ଷେତ୍ରର ପରିସର ବୃଦ୍ଧିପାଇବ । ଚାକିରି ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ କିଛିଟା ଉତ୍ତେଜନା ରହିବ। ବାଣିଜ୍ୟରେ ସଫଳ ହେବେ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ବୃଷ: ଅପବ୍ୟୟ ଓ ଅଶାନ୍ତି ଦେଖାଦେବ। ଚାକିରିରେ ଚିନ୍ତିତ ରହିବେ । । ମହିଳାମାନେ ଉଦାରମନା ରହିବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା ।
ମିଥୁନ: ଏକ ସଙ୍ଗେ ଧନ ସମ୍ମାନ ପ୍ରାପ୍ତି ହେବେ । ନୂତନ କର୍ମ ଲାଭ ଯୋଗ ରହିଛି ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍ ।
କର୍କଟ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ ମହିଳାମାନେ ଆଦରଣୀୟା ହେବେ ବାଣିଜ୍ୟରେ ଭଲ ଲାଭ ମଳିବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ଲାଲ୍ ।
ସିଂହ: ହତ୍ ସମ୍ପଦ ଫେରିପାଇବେ । ଚାକିରିରେ ନିଷ୍ଠା ରହିବ । ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ । ଶୁଭ ଅଙ୍ଗ- ୧, ଶୁଭ ରଙ୍ଗ- ପିକ୍
କନ୍ୟା: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ବିତୃଷ୍ଣା ରହିପାରେ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ ସମସ୍ୟା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍।
ତୁଳା: କର୍ମକ୍ଷେତ୍ରରେ ଉଚ୍ଚଫଳ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଧନ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।
ବିଛା: ଦୃଢ଼ମନ ନେଇ ଆଗେଇ ଚାଲିବେ| ଚାକିରିରେ ସମ୍ମାନ ପାଇବେ। ମହିଳାମାନେ କର୍ମତପୁର ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ଧନୁ, ଦେହ ଓ ମନ ଭଲ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳାମାନେ ସୁଖସମ୍ମାନ ପାଇବେ। ବାଣିଜ୍ୟରେ ସଫଳ ହେବେ । ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ମକର: କର୍ମକ୍ଷେତ୍ରରେ ସମସ୍ୟା ରହିବ। ବନ୍ଧୁ ବାନ୍ଧବଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ କାର୍ଯ୍ୟ ବହୁଳତା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ – ନୀଳ।
କୁମ୍ଭ: ଆୟର ପଥ ଉନ୍ମୁକ୍ତ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ସମୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ-ହଳଦିଆ।
ମୀନ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ବାଇଗଣି ।