ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଶୁକ୍ରବାର ରାଶିଫଳ ( ୧୭ – ୦୬ – ୨୦୨୨ )

The Sakala Picture
Published On

ମେଷ: ଅଧିକ ଚିନ୍ତା ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ଶୁଣାକଥା ଉପରେ ବିଶ୍ବାସ କରନ୍ତୁ ନାହିଁ। ସମ୍ପର୍କରେ ଦୃଢ଼ତା ଆସିବ। ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ। ବୃଷ: ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ବିଦେଶରୁ ବିବାହ ପ୍ରସ୍ତାବ ଆସିପାରେ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ପାଇ ଆଗେଇ ଯିବେ। ବ୍ୟବସାୟରେ ଉନ୍ନତି ହୋଇପାରେ। ଆର୍ଥିକ ଅନଟନ ଦୂର ହେବ। ମିଥୁନ: ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ଆଗକୁ ବଢ଼ିବେ। ପରିବାରବର୍ଗଙ୍କ ବ୍ୟବହାରରେ ମନଦୁଃଖ ହୋଇପାରେ। କର୍ମକ୍ଷେତ୍ରରେ […]

ମେଷ: ଅଧିକ ଚିନ୍ତା ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ଶୁଣାକଥା ଉପରେ ବିଶ୍ବାସ କରନ୍ତୁ ନାହିଁ। ସମ୍ପର୍କରେ ଦୃଢ଼ତା ଆସିବ। ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୯-୦୫-୨୦୨୬ )

ବୃଷ: ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ବିଦେଶରୁ ବିବାହ ପ୍ରସ୍ତାବ ଆସିପାରେ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ପାଇ ଆଗେଇ ଯିବେ। ବ୍ୟବସାୟରେ ଉନ୍ନତି ହୋଇପାରେ। ଆର୍ଥିକ ଅନଟନ ଦୂର ହେବ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୧-୦୫-୨୦୨୬)

ମିଥୁନ: ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ଆଗକୁ ବଢ଼ିବେ। ପରିବାରବର୍ଗଙ୍କ ବ୍ୟବହାରରେ ମନଦୁଃଖ ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବାରୁ କାମ ବିଗିଡ଼ିଯାଇପାରେ। କ୍ୟାରିୟରରେ ବିଶେଷ ଧ୍ୟାନ ଦିଅନ୍ତୁ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ମାନସିକ ଚିନ୍ତାରେ ରହିବେ। କାର୍ଯ୍ୟାଳୟ କାମରେ ଦୂରଯାତ୍ରା କରିପାରନ୍ତି। ନିଜ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ପାରିବାରିକ ସମ୍ପର୍କରେ ତିକ୍ତତା ଦେଖାଦେଇପାେର।

ସିଂହ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପରେ ଖୁସି ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ।

କନ୍ୟା: ମନୋବଳ ମଜଭୁତ୍‌ ରହିବ। କର୍ମକ୍ଷେତ୍ରରେ ନିଜର ସୃଜନଶୀଳତାର ପରିଚୟ ଦେବେ। ଜୀବନସାଥୀଙ୍କଠାରୁ ସବୁକ୍ଷେତ୍ରରେ ସହଯୋଗ ପାଇବେ। ଛାତ୍ରଛାତ୍ରୀ କ୍ୟାରିୟରରେ ଉନ୍ନତି କରିବେ।

ତୁଳା: ଆୟର ନୂତନ ପଥ ଉନ୍ମୁକ୍ତ ହେବ। ପରିବାର ସଦସ୍ୟଙ୍କୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ଏକାଗ୍ରତା ସହ କାର୍ଯ୍ୟ କରି ସଫଳ ହେବେ। କୋର୍ଟ କଚେରୀ ମାମଲାରେ ପଡ଼ିଯାଇ ପାରନ୍ତି।

ବିଛା: ଉତ୍ସାହର ସହ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସାଙ୍ଗସାଥୀଙ୍କ ସହ ଭ୍ରମଣ ଯୋଗ ରହିଛି। ସହକର୍ମୀଙ୍କଠାରୁ ସହଯୋଗ ପାଇବେ। ପାରିବାରିକ ତିକ୍ତତା ଉପୁଜିପାରେ।

ଧନୁ: ଗୁରୁଜନଙ୍କ ପରାମର୍ଶର ମାନ୍ୟତା ରଖନ୍ତୁ। ଅନ୍ୟର ଭାବନାକୁ କଷ୍ଟ ଦେବାରୁ ନିବୃତ୍ତ ରୁହନ୍ତୁ। ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦରକାରୀ କାର୍ଯ୍ୟ ପ୍ରତି ଅଧିକ ଯତ୍ନଶୀଳ ହୁଅନ୍ତୁ।

ମକର: ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ନୂତନ ଯାନବାହନ କିଣିବାର ଯୋଗ ରହିଛି। ମାନସିକ ଦୁଶ୍ଚିନ୍ତାରେ ରହିବେ। ଗୁରୁଜନଙ୍କ ସହ ତୀର୍ଥସ୍ଥଳୀ ଯାଇପାରନ୍ତି।

କୁମ୍ଭ: ନିଜ ଭାବନା ଉପରେ ନିୟନ୍ତ୍ରଣ ରଖନ୍ତୁ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଅଯଥା ବାଦବିବାଦ ପରିବାରରେ ଅଶାନ୍ତି ବୃଦ୍ଧି କରିବ। ନିଜର ସୌନ୍ଦର୍ଯ୍ୟତା ପାଇଁ ପ୍ରଶଂସାର ପାତ୍ର ହେବେ।

ମୀନ: କଠିନ ପରିଶ୍ରମର ଫଳ ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେବେ। ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ।

17 Jun 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp