ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୧୭ – ୧୧ – ୨୦୨୨ )

The Sakala Picture
Published On

ମେଷ: ଉଚ୍ଚଆଶା ପୂରଣ ହେବ। ସ୍ବାଧୀନ ରହିବାର ମନୋବୃତ୍ତି ଜୀବନରେ ଅଶାନ୍ତିର କାରଣ ପାଲଟି ଯାଇପାରେ। କୌଣସି କଥାକୁ ନେଇ ମହିଳାମାନେ ଭାବପ୍ରବଣ ହେବେ। ଅକସ୍ମାତ୍‌ ଦୂର ସ୍ଥାନକୁ ଭ୍ରମଣ ପାଇଁ ଯାଇପାରନ୍ତି। ବୃଷ: ଭାବନାକୁ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ଭୁଲ ବୁଝାମଣା ଓ ଉତ୍ତେଜନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମୀ ହେବେ। ବ୍ୟବସାୟରେ ବାଧାବିଘ୍ନ ଆସିପାରେ । ସାଙ୍ଗସାଥୀଙ୍କ ସହଯୋଗ ପାଇବେ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। […]

ମେଷ: ଉଚ୍ଚଆଶା ପୂରଣ ହେବ। ସ୍ବାଧୀନ ରହିବାର ମନୋବୃତ୍ତି ଜୀବନରେ ଅଶାନ୍ତିର କାରଣ ପାଲଟି ଯାଇପାରେ। କୌଣସି କଥାକୁ ନେଇ ମହିଳାମାନେ ଭାବପ୍ରବଣ ହେବେ। ଅକସ୍ମାତ୍‌ ଦୂର ସ୍ଥାନକୁ ଭ୍ରମଣ ପାଇଁ ଯାଇପାରନ୍ତି।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ବୃଷ: ଭାବନାକୁ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ଭୁଲ ବୁଝାମଣା ଓ ଉତ୍ତେଜନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମୀ ହେବେ। ବ୍ୟବସାୟରେ ବାଧାବିଘ୍ନ ଆସିପାରେ । ସାଙ୍ଗସାଥୀଙ୍କ ସହଯୋଗ ପାଇବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଦିନଟିରେ ଚଳଚଞ୍ଚଳ ରହିବେ। ସଞ୍ଚୟ କରିବା ପାଇଁ ଉଚିତ ପରାମର୍ଶ ପାଇପାରନ୍ତି।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଭାବଶାଳୀ ରହିବେ। ବିଭିନ୍ନ କ୍ଷେତ୍ରରୁ ସହଯୋଗ ପାଇବେ।

ସିଂହ: ନୂତନ ଯୋଜନା କରି ସଫଳ ହେବେ। ଅସହାୟ ବ୍ୟକ୍ତିଙ୍କୁ ଦାନ କରିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ବ୍ୟବସାୟରେ କ୍ଷତି ହୋଇପାରେ। ଛାତ୍ରଛାତ୍ରୀ ଭ୍ରମରେ ପଡ଼ିବେ। ପରିବାରଠାରୁ ସହଯୋଗ ପାଇବେ।

ତୁଳା: ଆର୍ଥିକ ସ୍ଥିତି ମଜଭୁତ ରହିବ। ଆଧ୍ୟାତ୍ମିକ ମନୋବୃତ୍ତି ରଖି ଅନ୍ୟକୁ ସାହାଯ୍ୟ କରିବେ। ମନ ଅସ୍ଥିର ରହିବ। ବ୍ୟବସାୟ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବିଛା:ସମାଜରେ ମାନସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ପାଇବ। ପଡ଼ୋଶୀଙ୍କ ସହଯୋଗ ମିଳିବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ପାଇବ। ସାଙ୍ଗସାଥୀଙ୍କ ମଧ୍ୟରେ ନେତୃତ୍ବ ବୃଦ୍ଧି ପାଇବ। ଆୟ ଦ୍ବିଗୁଣିତ ହେବ।

ଧନୁ: ଜଟିଳ ପରିସ୍ଥିତିକୁ ଧୈର୍ଯ୍ୟର ସହ ସମ୍ଭାଳି ନେବେ । କର୍ମକ୍ଷେତ୍ର ଉତ୍ସାହଜନକ ରହିବ। କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବ୍ୟବସାୟ ସନ୍ତୋଷଜନକ ରହିବ।

ମକର: ବ୍ୟୟ ବହୁଳତା କାରଣରୁ ମନସ୍ତାପ ହୋଇପାରେ। ପଡ଼ୋଶୀଙ୍କ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ଅବହେଳା କରିପାରନ୍ତି। ବହୁ ଚେଷ୍ଟା ସତ୍ତ୍ବେ ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ ନାହିଁ।

କୁମ୍ଭ: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟକରି ସଫଳ ହେବ। କର୍ମକ୍ଷେତ୍ରରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ପରିଶ୍ରମୀ ହେବେ। ନୂତନ ନିବେଶ କରି ଉନ୍ନତି କରିବେ।

ମୀନ : ନିଜ ଇଚ୍ଛା ମୁତାବକ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ପାଇବେ ନାହିଁ। ସାଙ୍ଗସାଥୀଙ୍କ ସହ ମତଭେଦ ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଷଡ଼ଯନ୍ତ୍ରର ଶିକାର ହୋଇପାରନ୍ତି।

17 Nov 2022 By The Sakala

ଗୁରୁବାର ରାଶିଫଳ ( ୧୭ – ୧୧ – ୨୦୨୨ )

ମେଷ: ଉଚ୍ଚଆଶା ପୂରଣ ହେବ। ସ୍ବାଧୀନ ରହିବାର ମନୋବୃତ୍ତି ଜୀବନରେ ଅଶାନ୍ତିର କାରଣ ପାଲଟି ଯାଇପାରେ। କୌଣସି କଥାକୁ ନେଇ ମହିଳାମାନେ ଭାବପ୍ରବଣ ହେବେ। ଅକସ୍ମାତ୍‌ ଦୂର ସ୍ଥାନକୁ ଭ୍ରମଣ ପାଇଁ ଯାଇପାରନ୍ତି।

ବୃଷ: ଭାବନାକୁ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ଭୁଲ ବୁଝାମଣା ଓ ଉତ୍ତେଜନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମୀ ହେବେ। ବ୍ୟବସାୟରେ ବାଧାବିଘ୍ନ ଆସିପାରେ । ସାଙ୍ଗସାଥୀଙ୍କ ସହଯୋଗ ପାଇବେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଦିନଟିରେ ଚଳଚଞ୍ଚଳ ରହିବେ। ସଞ୍ଚୟ କରିବା ପାଇଁ ଉଚିତ ପରାମର୍ଶ ପାଇପାରନ୍ତି।

କର୍କଟ: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଭାବଶାଳୀ ରହିବେ। ବିଭିନ୍ନ କ୍ଷେତ୍ରରୁ ସହଯୋଗ ପାଇବେ।

ସିଂହ: ନୂତନ ଯୋଜନା କରି ସଫଳ ହେବେ। ଅସହାୟ ବ୍ୟକ୍ତିଙ୍କୁ ଦାନ କରିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ବ୍ୟବସାୟରେ କ୍ଷତି ହୋଇପାରେ। ଛାତ୍ରଛାତ୍ରୀ ଭ୍ରମରେ ପଡ଼ିବେ। ପରିବାରଠାରୁ ସହଯୋଗ ପାଇବେ।

ତୁଳା: ଆର୍ଥିକ ସ୍ଥିତି ମଜଭୁତ ରହିବ। ଆଧ୍ୟାତ୍ମିକ ମନୋବୃତ୍ତି ରଖି ଅନ୍ୟକୁ ସାହାଯ୍ୟ କରିବେ। ମନ ଅସ୍ଥିର ରହିବ। ବ୍ୟବସାୟ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବିଛା:ସମାଜରେ ମାନସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ପାଇବ। ପଡ଼ୋଶୀଙ୍କ ସହଯୋଗ ମିଳିବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ପାଇବ। ସାଙ୍ଗସାଥୀଙ୍କ ମଧ୍ୟରେ ନେତୃତ୍ବ ବୃଦ୍ଧି ପାଇବ। ଆୟ ଦ୍ବିଗୁଣିତ ହେବ।

ଧନୁ: ଜଟିଳ ପରିସ୍ଥିତିକୁ ଧୈର୍ଯ୍ୟର ସହ ସମ୍ଭାଳି ନେବେ । କର୍ମକ୍ଷେତ୍ର ଉତ୍ସାହଜନକ ରହିବ। କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବ୍ୟବସାୟ ସନ୍ତୋଷଜନକ ରହିବ।

ମକର: ବ୍ୟୟ ବହୁଳତା କାରଣରୁ ମନସ୍ତାପ ହୋଇପାରେ। ପଡ଼ୋଶୀଙ୍କ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ଅବହେଳା କରିପାରନ୍ତି। ବହୁ ଚେଷ୍ଟା ସତ୍ତ୍ବେ ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ ନାହିଁ।

କୁମ୍ଭ: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟକରି ସଫଳ ହେବ। କର୍ମକ୍ଷେତ୍ରରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ପରିଶ୍ରମୀ ହେବେ। ନୂତନ ନିବେଶ କରି ଉନ୍ନତି କରିବେ।

ମୀନ : ନିଜ ଇଚ୍ଛା ମୁତାବକ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ପାଇବେ ନାହିଁ। ସାଙ୍ଗସାଥୀଙ୍କ ସହ ମତଭେଦ ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଷଡ଼ଯନ୍ତ୍ରର ଶିକାର ହୋଇପାରନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp