ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୧୯ – ୦୧ – ୨୦୨୩ )

The Sakala Picture
Published On

ମେଷ: ସମାଜରେ ମାନପ୍ରତିଷ୍ଠା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ବିଦେଶ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଆଗୁଆ ରହିବେ। ଭାଇଭଉଣୀଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଯଥା ଖର୍ଚ୍ଚରେ ପଡ଼ିପାରନ୍ତି। ବୃଷ: ଦିନଟି ହସଖୁସିରେ କଟିବ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତି ହୋଇପାରେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ନୂତନ ନିବେଶ କରି ଲାଭବାନ ହେବେ। ମିଥୁନ: ପୁରୁଣା କାର୍ଯ୍ୟଗୁଡ଼ିକ କରିବାରେ ସମୟ କଟିବ। ଉତ୍ତମ ନିଷ୍ପତ୍ତି ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ […]

ମେଷ: ସମାଜରେ ମାନପ୍ରତିଷ୍ଠା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ବିଦେଶ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଆଗୁଆ ରହିବେ। ଭାଇଭଉଣୀଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଯଥା ଖର୍ଚ୍ଚରେ ପଡ଼ିପାରନ୍ତି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୮-୦୬-୨୦୨୬)

ବୃଷ: ଦିନଟି ହସଖୁସିରେ କଟିବ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତି ହୋଇପାରେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ନୂତନ ନିବେଶ କରି ଲାଭବାନ ହେବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ମିଥୁନ: ପୁରୁଣା କାର୍ଯ୍ୟଗୁଡ଼ିକ କରିବାରେ ସମୟ କଟିବ। ଉତ୍ତମ ନିଷ୍ପତ୍ତି ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ଛାତ୍ରମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: ଆଜି କୌଣସି ଅପ୍ରୀତିକର ପରିସ୍ଥିତିରେ ପଡ଼ି ଯାଇପାରନ୍ତି। ନିଜ ସାହସ ଓ ବୁଦ୍ଧି ବଳରେ ସହଜରେ ସଫଳତା ପାଇ ପାରିବେ। ଅଧିକ ଖର୍ଚ୍ଚାନ୍ତରେ ପଡ଼ିଯାଇପାରନ୍ତି। ବରିଷ୍ଠ ସହକର୍ମୀଙ୍କ ସହଯୋଗ ପାଇବେ।

ସିଂହ: ଆତ୍ମବିଶ୍ବାସ ଓ ସାହସିକତାର ସହ କାର୍ଯ୍ୟ କରିବେ। ସାମାଜିକ କାର୍ଯ୍ୟରେ ଭାଗନେବେ। ସମସ୍ୟାର ସମାଧାନ ରାସ୍ତା ପାଇବେ। ପ୍ରତିଦ୍ବନ୍ଦ୍ବୀମାନେ ଦୂରେଇ ରହିବେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

କନ୍ୟା: ଧାର୍ମିକ କାର୍ଯ୍ୟରେ ମନ ରହିବ। ଅଧିକ ପରିଶ୍ରମ କରି ଅସୁସ୍ଥ ମନେ କରିପାରନ୍ତି। ସାଙ୍ଗସାଥୀଙ୍କ ସହ ସମ୍ପର୍କ ସୁଦୃଢ଼ ରହିବ। ଆର୍ଥିକ ସମସ୍ୟା ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ସହଯୋଗ ପାଇବେ।

ତୁଳା: ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟା ଅପସରି ଯିବ। ନିଜ ପ୍ରତିଭାରେ ଅନ୍ୟମାନଙ୍କୁ ଆକର୍ଷିତ କରିବେ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ।

ବିଛା: ଗୁରୁଜନଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରିବେ। ଘରେ କୌଣସି ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହେବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶାଠୁ ଅଧିକ ଧନଲାଭ ହେବ।

ଧନୁ: କାର୍ଯ୍ୟ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ପରିବାର କ୍ଳେଶ ଦୂର ହେବ। ବିବାହଯୋଗ୍ୟ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହୋଇପାରେ। ସାଙ୍ଗସାଥୀଙ୍କ ସହଯୋଗରେ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।

ମକର: ପରିବାର ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। କଳାକାରଙ୍କ ଲାଗି ଦିନଟି ଲାଭଦାୟକ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ।

କୁମ୍ଭ: ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। କୌଣସି ଖବର ଶୁଣି ଉତ୍ସାହିତ ହୋଇପାରନ୍ତି। ମୂଲ୍ୟବାନ ସାମଗ୍ରୀ ନଷ୍ଟ ହେବାର ସମ୍ଭାବନା ରହିଛି । ଦିନଟି ଜଗିରହି ଅତିବାହିତ କରନ୍ତୁ।

ମୀନ: କୌଣସି କାମକୁ ନୂଆକରି ଆରମ୍ଭ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପରିବାରରେ ଅଶାନ୍ତି ଦେଖା ଦେଇପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ। ଛାତ୍ରଛାତ୍ରୀ ଆଳସ୍ୟମନା ହେବେ।

19 Jan 2023 By The Sakala

ଗୁରୁବାର ରାଶିଫଳ ( ୧୯ – ୦୧ – ୨୦୨୩ )

ମେଷ: ସମାଜରେ ମାନପ୍ରତିଷ୍ଠା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ବିଦେଶ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଆଗୁଆ ରହିବେ। ଭାଇଭଉଣୀଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଯଥା ଖର୍ଚ୍ଚରେ ପଡ଼ିପାରନ୍ତି।

ବୃଷ: ଦିନଟି ହସଖୁସିରେ କଟିବ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତି ହୋଇପାରେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ନୂତନ ନିବେଶ କରି ଲାଭବାନ ହେବେ।

ମିଥୁନ: ପୁରୁଣା କାର୍ଯ୍ୟଗୁଡ଼ିକ କରିବାରେ ସମୟ କଟିବ। ଉତ୍ତମ ନିଷ୍ପତ୍ତି ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ଛାତ୍ରମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।

କର୍କଟ: ଆଜି କୌଣସି ଅପ୍ରୀତିକର ପରିସ୍ଥିତିରେ ପଡ଼ି ଯାଇପାରନ୍ତି। ନିଜ ସାହସ ଓ ବୁଦ୍ଧି ବଳରେ ସହଜରେ ସଫଳତା ପାଇ ପାରିବେ। ଅଧିକ ଖର୍ଚ୍ଚାନ୍ତରେ ପଡ଼ିଯାଇପାରନ୍ତି। ବରିଷ୍ଠ ସହକର୍ମୀଙ୍କ ସହଯୋଗ ପାଇବେ।

ସିଂହ: ଆତ୍ମବିଶ୍ବାସ ଓ ସାହସିକତାର ସହ କାର୍ଯ୍ୟ କରିବେ। ସାମାଜିକ କାର୍ଯ୍ୟରେ ଭାଗନେବେ। ସମସ୍ୟାର ସମାଧାନ ରାସ୍ତା ପାଇବେ। ପ୍ରତିଦ୍ବନ୍ଦ୍ବୀମାନେ ଦୂରେଇ ରହିବେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

କନ୍ୟା: ଧାର୍ମିକ କାର୍ଯ୍ୟରେ ମନ ରହିବ। ଅଧିକ ପରିଶ୍ରମ କରି ଅସୁସ୍ଥ ମନେ କରିପାରନ୍ତି। ସାଙ୍ଗସାଥୀଙ୍କ ସହ ସମ୍ପର୍କ ସୁଦୃଢ଼ ରହିବ। ଆର୍ଥିକ ସମସ୍ୟା ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ସହଯୋଗ ପାଇବେ।

ତୁଳା: ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟା ଅପସରି ଯିବ। ନିଜ ପ୍ରତିଭାରେ ଅନ୍ୟମାନଙ୍କୁ ଆକର୍ଷିତ କରିବେ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ।

ବିଛା: ଗୁରୁଜନଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରିବେ। ଘରେ କୌଣସି ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହେବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶାଠୁ ଅଧିକ ଧନଲାଭ ହେବ।

ଧନୁ: କାର୍ଯ୍ୟ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ପରିବାର କ୍ଳେଶ ଦୂର ହେବ। ବିବାହଯୋଗ୍ୟ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହୋଇପାରେ। ସାଙ୍ଗସାଥୀଙ୍କ ସହଯୋଗରେ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।

ମକର: ପରିବାର ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। କଳାକାରଙ୍କ ଲାଗି ଦିନଟି ଲାଭଦାୟକ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ।

କୁମ୍ଭ: ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। କୌଣସି ଖବର ଶୁଣି ଉତ୍ସାହିତ ହୋଇପାରନ୍ତି। ମୂଲ୍ୟବାନ ସାମଗ୍ରୀ ନଷ୍ଟ ହେବାର ସମ୍ଭାବନା ରହିଛି । ଦିନଟି ଜଗିରହି ଅତିବାହିତ କରନ୍ତୁ।

ମୀନ: କୌଣସି କାମକୁ ନୂଆକରି ଆରମ୍ଭ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପରିବାରରେ ଅଶାନ୍ତି ଦେଖା ଦେଇପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ। ଛାତ୍ରଛାତ୍ରୀ ଆଳସ୍ୟମନା ହେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp