ବୁଧବାର ରାଶିଫଳ ( ୨୨ – ୧୨ -୨୦୨୧ )

The Sakala Picture
Published On

ମେଷ: ବହୁ ଚେଷ୍ଟା କରି ଆଗେଇ ଚାଲିବେ । ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ । କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍। ବୃଷ: ସମାଜରେ ପ୍ରତିଷ୍ଠିତ ହେବେ। ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସମ୍ମାନିତ ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍। […]

ମେଷ: ବହୁ ଚେଷ୍ଟା କରି ଆଗେଇ ଚାଲିବେ । ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ । କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ସମାଜରେ ପ୍ରତିଷ୍ଠିତ ହେବେ। ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସମ୍ମାନିତ ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ମିଥୁନ: କୌଣସି ଆର୍ଥିକ କାରବାରକୁ ନେଇ ବିବାଦ ଉପୁଜିପାରେ । ଚାକିରିରେ ଅବହେଳା। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: ଦିନଟିରେ ଚଳଚଞ୍ଚଳ ରହିବେ। ଦେହ ଭଲ ରହିବ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

ସିଂହ: ଉଦ୍‌ଯୋଗ କରି ସଫଳତା ପାଇବେ । ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ।

କନ୍ୟା: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ତୁଲାଇବେ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ମହିଳାମାନେ ଆତ୍ମ ନିର୍ଭଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ତୁଳା: ସମାଜରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବେ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ପରିବହନ, ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ବିଛା: ଯୋଜନା ଅସଫଳ ହେବ । ରାଜନୀତିରେ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।

ଧନୁ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ। ମହିଳାମାନେ ନିରାଶରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ।

କୁମ୍ଭ: ପରିଶ୍ରମର ଫଳ ମିଳିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ସକ୍ରିୟ ରହିବ। ମହିଳାମାନେ କର୍ମତତ୍ପର ରହିବେ | ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଦୃଢ଼ମନା ରହିବେ ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

ମୀନ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ରାଜନୀତିରେ ଅଶାନ୍ତ ପରିସ୍ଥିତି ରହିପାରେ । ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।

22 Dec 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp