ଗୁରୁବାର ରାଶିଫଳ ( ୨୪ – ୦୩ – ୨୦୨୨ )

The Sakala Picture
Published On

ମେଷ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି। ବୃଷ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଜନସେବାର ବ୍ରତୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା। ମିଥୁନ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ […]

ମେଷ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ବୃଷ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଜନସେବାର ବ୍ରତୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତାରିତ ହେବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।

ସିଂହ: ଉଦ୍‌ଯୋଗ କରି ସଫଳତା ପାଇବେ। ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ପ୍ରଭାବିତ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା:ଆର୍ଥିକ ବିଷୟକୁ ନେଇ ସମସ୍ୟା ଦେଖାଦେବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ଧଳା।

ବିଛା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ: ଅଜଣା ବ୍ୟକ୍ତିଙ୍କର ସାହାଯ୍ୟ ପାଇ ଆଗେଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ମକର: ବହୁ ଉପାୟରେ ଅର୍ଥାଗାମ ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉଚ୍ଚମନା ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

କୁମ୍ଭ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠା ବଢ଼ିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ ସୁଫଳ ପାଇବେ।ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ମୀନ:କର୍ମକ୍ଷେତ୍ରରେ ଅସହଯୋଗ ଓ ଉପଦବ୍ର ଦେଖାଦେବ। ଅନ୍ୟପାଇଁ ସମସ୍ୟାରେ ଛନ୍ଦି ହୋଇଯିବେ। ରାଜନୀତିରେ ପ୍ରତିକୂଳ ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

24 Mar 2022 By The Sakala

https://www.thesakala.in/horoscope/24th-march-2022-thursday-rasiphala/article-10190
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp