ଗୁୁରୁବାର ରାଶିଫଳ (୨୭ – ୦୭ – ୨୦୨୩ )

The Sakala Picture
Published On

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଶୁଭ ସମ୍ବାଦ […]

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଶୁଭ ସମ୍ବାଦ ମିଳିବ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ।

ସିଂହ: ଦାମ୍ପତ୍ୟ ଜୀବନ ଅନୁକୂଳ ରହିବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦିନଟିରେ ଖୁସି ରହିବେ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

27 Jul 2023 By The Sakala

ଗୁୁରୁବାର ରାଶିଫଳ (୨୭ – ୦୭ – ୨୦୨୩ )

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଶୁଭ ସମ୍ବାଦ ମିଳିବ।

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ।

ସିଂହ: ଦାମ୍ପତ୍ୟ ଜୀବନ ଅନୁକୂଳ ରହିବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦିନଟିରେ ଖୁସି ରହିବେ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

https://www.thesakala.in/horoscope/27th-july-2023-thursday-rsaiphala/article-23860
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp