ଶୁକ୍ରବାର ରାଶିଫଳ (୩୦- ୦୫- ୨୦୨୫ )

The Sakala Picture
Published On

ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ। କଥାରେ ମଧୁରତା ରଖିବେ। ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ। ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, […]

ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ। କଥାରେ ମଧୁରତା ରଖିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ସିଂହ: ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ।

ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଛା: ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ହେବ।

ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।

କୁମ୍ଭ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।

ମୀନ: ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ଉଧାର ଟଙ୍କା ଫେରିପାଇବେ।

30 May 2025 By The Sakala

ଶୁକ୍ରବାର ରାଶିଫଳ (୩୦- ୦୫- ୨୦୨୫ )

ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ। କଥାରେ ମଧୁରତା ରଖିବେ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।

ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।

କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ସିଂହ: ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ।

ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଛା: ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ହେବ।

ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।

କୁମ୍ଭ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।

ମୀନ: ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ଉଧାର ଟଙ୍କା ଫେରିପାଇବେ।

https://www.thesakala.in/horoscope/30th-may-2025-friday-rasiphala/article-40862
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp