ଗୁରୁବାର ରାଶିଫଳ ( ୩୧ – ୦୩ – ୨୦୨୨ )

The Sakala Picture
Published On

ମେଷ: ବହୁ ଚେଷ୍ଟା କରି ସଫଳତା ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍। ବୃଷ: ଉଚ୍ଚ ଆଶାପୂରଣ ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା । […]

ମେଷ: ବହୁ ଚେଷ୍ଟା କରି ସଫଳତା ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଉଚ୍ଚ ଆଶାପୂରଣ ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: କର୍ମକ୍ଷେତ୍ରରେ ଅସ୍ଥିର ରହିବେ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ ।

ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କନ୍ୟା:କର୍ମକ୍ଷେତ୍ର ଉତ୍ସାହଜ ନକ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଚାକିରିରେ ସମ୍ମାନିତ ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ନିଷ୍ଠାରେ ରହିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ବିଛା:ଦିନଟି ଅଯଥା ଝାମେଲାରେ ଫସି ଯାଇପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ।ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: ସମାଜରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ । ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ | ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍।

ମକର: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ କର୍ମତତ୍ପର ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲଭଜନକ ରହିବ। ଶୁଭ ଅଙ୍କା- ୮, ଶୁଭ ରଙ୍ଗ-କଳା ।

କୁମ୍ଭ: ଦିନଟି ଆମୋଦ ପ୍ରମୋଦ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ – ମେଟାଲିକ।

ମୀନ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

31 Mar 2022 By The Sakala

ଗୁରୁବାର ରାଶିଫଳ ( ୩୧ – ୦୩ – ୨୦୨୨ )

ମେଷ: ବହୁ ଚେଷ୍ଟା କରି ସଫଳତା ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।

ବୃଷ: ଉଚ୍ଚ ଆଶାପୂରଣ ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ମିଥୁନ: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

କର୍କଟ: କର୍ମକ୍ଷେତ୍ରରେ ଅସ୍ଥିର ରହିବେ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ ।

ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କନ୍ୟା:କର୍ମକ୍ଷେତ୍ର ଉତ୍ସାହଜ ନକ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଚାକିରିରେ ସମ୍ମାନିତ ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ନିଷ୍ଠାରେ ରହିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ବିଛା:ଦିନଟି ଅଯଥା ଝାମେଲାରେ ଫସି ଯାଇପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ।ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: ସମାଜରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ । ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ | ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍।

ମକର: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ କର୍ମତତ୍ପର ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲଭଜନକ ରହିବ। ଶୁଭ ଅଙ୍କା- ୮, ଶୁଭ ରଙ୍ଗ-କଳା ।

କୁମ୍ଭ: ଦିନଟି ଆମୋଦ ପ୍ରମୋଦ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ – ମେଟାଲିକ।

ମୀନ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp