ଗୁରୁବାର ରାଶିଫଳ ( ୦୩- ୦୩ – ୨୦୨୨ )
ମେଷ: ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି । ବୃଷ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ | ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ […]
ମେଷ: ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।
ବୃଷ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ | ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ପ୍ରସାର ହେବ।ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ ।
କର୍କଟ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ | ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି । ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
ସିଂହ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍ ।
କନ୍ୟା: ଚତୁରତା ସହ କାର୍ଯ୍ୟ ତୁଳାଇବେ। ରାଜନୀତିରେ ଦୃଢ଼ ନେତୃତ୍ଵ ରହିବ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ ।
ତୁଳା: ଯୋଜନା କରି ସଫଳ ହେବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀମାନେ ଅନୁଶାସନ ଭିତରେ ରହିବେ ଶୁଭ ଅଙ୍କ – ୪, ଶୁଭ ରଙ୍ଗ-ମେଟାଲିକ୍।
ବିଛା: ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ |
ଧନୁ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ଦେଖାଦେବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି |
ମକର:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ନେଇ ପ୍ରଶଂସିତ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ନିର୍ବାହ କରିବେ । ବାଣିଜ୍ୟ ଉତ୍ସାହଜନକ ରହିବ | ଶୁଭ ଅଙ୍କ- ୩, ଶୁଭ ରଙ୍ଗ – ହଳଦିଆ |
କୁମ୍ଭ: କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲଭର୍।
ମୀନ: କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ଅନୁଭବ କରିପାରନ୍ତି । ମହିଳାମାନେ ଅସ୍ଥିର ରହିବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍ |