ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୦୪ – ୦୭ – ୨୦୨୪ )

The Sakala Picture
Published On

ମେଷ: ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ ଆଳସ୍ୟତା ଅନୁଭବ କରିପାରନ୍ତି। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ପରିବାରର ସହାୟତା ପାଇବେ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ। ମିଥୁନ: କୌଣସି ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପାରିବାରିକ ପରିବେଶ ଓ ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ […]

ମେଷ: ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ ଆଳସ୍ୟତା ଅନୁଭବ କରିପାରନ୍ତି। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ପରିବାରର ସହାୟତା ପାଇବେ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: କୌଣସି ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପାରିବାରିକ ପରିବେଶ ଓ ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଘରକୁ ଅତିଥି ଆସିପାରନ୍ତି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ନୂତନ ବ୍ୟବସାୟ ପାଇଁ ସମୟ ଅନୁକୂଳ।

ସିଂହ: ଦ୍ବନ୍ଦ୍ବରେ ପଡ଼ି ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ସଫଳତା ପାଇବେ। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଅବିଭାବକ ଚିନ୍ତାରେ ରହିେବ।

କନ୍ୟା:କ୍ୟାରିୟର ପାଇଁ ଯୋଜନା କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସରକାରି କର୍ମଚାରୀଙ୍କ ପାଇଁ ଦିନଟି ଭଲ।

ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ଅତ୍ୟଧିକ ଚିନ୍ତା ମାନସିକ ଅବସାଦ ବଢ଼ାଇବ। ଉଧାର ଦେଇ ହଇରାଣେୀ ପଡ଼ିପାରନ୍ତି।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ମିଳିବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ।

ମକର: ପରିବାର ସହିତ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚ କରି ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ କିଛି କ୍ଷତି ହୋଇପାରେ। ମହିଳାମାନଙ୍କ ଦାୟିତ୍ବ ବଢ଼ିବ। ଜମିଜମା ବିବାଦର ସମାଧାନ ହେବ।

କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ଯୋଜନା କରିପାରନ୍ତି।

ମୀନ: ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍ୟକୁ ଧାର ଦେବା କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ। ସକାରାତ୍ମକ ଚିନ୍ତାଧାରା ସହିତ ସମସ୍ତ କାର୍ଯ୍ୟ କରନ୍ତୁ।

04 Jul 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp