ଗୁରୁବାର ରାଶିଫଳ ( ୦୫ – ୦୬-୨୦୨୫ )

The Sakala Picture
Published On

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟ ବ୍ୟୟ ସମାନ ରହିବ। ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ଯୋଗ ଅଛି। ପରିବାର […]

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟ ବ୍ୟୟ ସମାନ ରହିବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୩୦-୦୫-୨୦୨୬)

ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୬-୦୬-୨୦୨୬)

କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିପାରନ୍ତି। ଅତିରିକ୍ତ ଦାୟିତ୍ବ ତୁଲାଇବେ। ସହକର୍ମୀଙ୍କ ସହଯୋଗ ରହିବ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଘରକୁ ଅତିଥ଄ଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ପାରିବାରିକ ବିବାଦରୁ ଦୂରେଇ ରହିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗୁରୁଜନଙ୍କ ଆଦେଶ ପାଳନ କରିବେ। ସନ୍ତାନଙ୍କ ସଫଳତା ପାଇଁ ଖୁସି ହେବେ।

ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହୋଇପାରେ। ଆଶା କରିଥିବା ଦିଗରୁ ଫଳ ପାଇବେ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ।

ମୀନ: କଥା ଓ କାମ ମଧ୍ୟରେ ଲୋକଙ୍କୁ ପ୍ରଭାବିତ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।

05 Jun 2025 By The Sakala

ଗୁରୁବାର ରାଶିଫଳ ( ୦୫ – ୦୬-୨୦୨୫ )

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟ ବ୍ୟୟ ସମାନ ରହିବ।

ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିପାରନ୍ତି। ଅତିରିକ୍ତ ଦାୟିତ୍ବ ତୁଲାଇବେ। ସହକର୍ମୀଙ୍କ ସହଯୋଗ ରହିବ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଘରକୁ ଅତିଥ଄ଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ପାରିବାରିକ ବିବାଦରୁ ଦୂରେଇ ରହିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗୁରୁଜନଙ୍କ ଆଦେଶ ପାଳନ କରିବେ। ସନ୍ତାନଙ୍କ ସଫଳତା ପାଇଁ ଖୁସି ହେବେ।

ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହୋଇପାରେ। ଆଶା କରିଥିବା ଦିଗରୁ ଫଳ ପାଇବେ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ।

ମୀନ: କଥା ଓ କାମ ମଧ୍ୟରେ ଲୋକଙ୍କୁ ପ୍ରଭାବିତ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp