ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୫-୦୮-୨୦୨୧ )

The Sakala Picture
Published On

ମେଷ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ: ଅର୍ଥଚିନ୍ତା ଓ କାର୍ଯ୍ୟହାନି ହେବ। ମହିଳାମାନେ ଅସ୍ଥିରମନା ରହିବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ […]

ମେଷ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: ଅର୍ଥଚିନ୍ତା ଓ କାର୍ଯ୍ୟହାନି ହେବ। ମହିଳାମାନେ ଅସ୍ଥିରମନା ରହିବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

କର୍କଟ: ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ :କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ମିଳିବ। ମହିଳାମାନେ ଆଦରଣୀୟା ହେବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା: ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ। ଚାକିରିରେ ବିରକ୍ତିମନା ରହିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ କାର୍ଯ୍ୟ ଭାର ରହିବ। ରାଜନୀତିରେ ଅସହଯୋଗ ରହିବ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କଫି

ଧନୁ :ସମାଜରେ ପ୍ରତିଷ୍ଠିତ ହେବେ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ଚାକିରିରେ ଧନସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର: ଦିନଟି କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ପାଇବେ। ସକ୍ରିୟ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ: ପରିଶ୍ରମର ଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟର ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ପିଙ୍କ୍

05 Aug 2021 By The Sakala

ଗୁରୁବାର ରାଶିଫଳ ( ୫-୦୮-୨୦୨୧ )

ମେଷ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ: ଅର୍ଥଚିନ୍ତା ଓ କାର୍ଯ୍ୟହାନି ହେବ। ମହିଳାମାନେ ଅସ୍ଥିରମନା ରହିବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ: ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ :କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ମିଳିବ। ମହିଳାମାନେ ଆଦରଣୀୟା ହେବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା: ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ। ଚାକିରିରେ ବିରକ୍ତିମନା ରହିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ କାର୍ଯ୍ୟ ଭାର ରହିବ। ରାଜନୀତିରେ ଅସହଯୋଗ ରହିବ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କଫି

ଧନୁ :ସମାଜରେ ପ୍ରତିଷ୍ଠିତ ହେବେ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ଚାକିରିରେ ଧନସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର: ଦିନଟି କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ପାଇବେ। ସକ୍ରିୟ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ: ପରିଶ୍ରମର ଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟର ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ପିଙ୍କ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp