ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୦୭ – ୦୯ – ୨୦୨୩ )

The Sakala Picture
Published On

ମେଷ: ମନ ଅଶାନ୍ତ ରହିପାରେ। ଚାକିରି ଅଦଳବଦଳ ହୋଇପାରେ। ପରିବାରଠାରୁ ଦୂରରେ ରହିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ବୃଷ: କୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଉପୁଜିପାରେ। ମାନ –ସମ୍ମାନ ପାଇ ପାରନ୍ତି। ଆତ୍ମବିଶ୍ବାସ ରଖି କାମ କରନ୍ତୁ। ବନ୍ଧୁଙ୍କ ସହଯୋଗରେ ସଫଳତା ପାଇବେ। ମିଥୁନ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରି କ୍ଷେତ୍ରରେ ସହଯୋଗ ପାଇବେ। ମାନସିକ ଶାନ୍ତି ବଜାୟ ରହିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚ […]

ମେଷ: ମନ ଅଶାନ୍ତ ରହିପାରେ। ଚାକିରି ଅଦଳବଦଳ ହୋଇପାରେ। ପରିବାରଠାରୁ ଦୂରରେ ରହିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୮-୦୬-୨୦୨୬)

ବୃଷ: କୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଉପୁଜିପାରେ। ମାନ –ସମ୍ମାନ ପାଇ ପାରନ୍ତି। ଆତ୍ମବିଶ୍ବାସ ରଖି କାମ କରନ୍ତୁ। ବନ୍ଧୁଙ୍କ ସହଯୋଗରେ ସଫଳତା ପାଇବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ମିଥୁନ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରି କ୍ଷେତ୍ରରେ ସହଯୋଗ ପାଇବେ। ମାନସିକ ଶାନ୍ତି ବଜାୟ ରହିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

କର୍କଟ: ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ। ସନ୍ତାନଙ୍କ ପାଠପଢ଼ାକୁ ନେଇ ନୂତନ ଯୋଜନା କରିବେ। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ। ସାମାଜିକ ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।

ସିଂହ: ନୂତନ ଯାନବାହନ କ୍ରୟ କରିପାରନ୍ତି। ମନ ପ୍ରସନ୍ନ ରହିବ। ମାତାପିତାଙ୍କ ସହ ସମୟ ବିତାଇବେ। ଆତ୍ମସଂଯମ ରକ୍ଷା କରନ୍ତୁ। ଅଯଥା ଯୁକ୍ତି କରନ୍ତୁନି। ବ୍ୟବସାୟ ଆରମ୍ଭ କରିବାକୁ ଉପଯୁକ୍ତ ସମୟ।

କନ୍ୟା: ବିଦ୍ୟାର୍ଥୀମାନେ ପଢ଼ାରେ ଧ୍ୟାନ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର ଦେଇଥିବା ଟଙ୍କା ଫେରିପାଇବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି।

ତୁଳା: ରାଜନୀତି କ୍ଷେତ୍ରରେ ସକ୍ରିୟ ରହିବେ। କାର୍ଯ୍ୟରେ ବିପରୀତ ପରିସ୍ଥିତି ସାମନା କରିବାକୁ ପଡ଼ିବ। ବିବାଦରେ ପଡ଼ିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଅନ୍ତୁ। ଶିକ୍ଷାକ୍ଷେତ୍ରରେ ଯଶସ୍ବୀ ହେବେ।

ବିଛା: ଅଯଥା ଯୁକ୍ତି କରନ୍ତୁନି। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟରେ କ୍ଷତି ସହିବେ। ପିଲାମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାଙ୍କ ଦାୟିତ୍ବ ବଢ଼ିବ।

ଧନୁ: କୌଣସି କଥାକୁ ନେଇ ଚିନ୍ତା କରିବେ। ପରିବାରଲୋକଙ୍କ ସହଯୋଗ ମିଳିବ। ବନ୍ଧୁଙ୍କୁ ଉପହାର ପ୍ରଦାନ କରିବେ। ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ଅଧିକ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।

ମକର: ଆଳସ୍ୟ ଅନୁଭବ କରିପାରନ୍ତି। ମନରେ ନକାରାତ୍ମକ ଚିନ୍ତା ଆସିପାରେ। ବ୍ୟବସାୟରେ ସମସ୍ୟା ଉପୁଜିପାରେ। ଚିଡ଼ିଚିଡ଼ାପଣ ଦେଖାଦେବ। ଅଯଥା ଖର୍ଚ୍ଚ ବଢ଼ିବ। ସାମାଜିକ କାର୍ଯ୍ୟରେ ସମୟ ବିତାଇବେ।

କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।

ମୀନ: ଆୟରେ ବୃଦ୍ଧି ଘଟିବ। ଶିକ୍ଷାକ୍ଷେତ୍ରରେ ସଫଳ ହେବେ। ବହୁ ଦିନରୁ ଅଟକି ଥିବା କାର୍ଯ୍ୟ ପୂରା କରିବେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ମତାନ୍ତର ହୋଇପାରେ।

07 Sep 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp