ଶନିବାର ରାଶିଫଳ ( ୦୭- ୦୯- ୨୦୨୪ )
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିପାରେ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ବୃଷ:ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହୋଇପାରେ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି […]
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିପାରେ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି।
ବୃଷ:ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହୋଇପାରେ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ଯୋଗ ଅଛି।
କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ମଜଭୁତ୍ ହେବ।
ସିଂହ: ଚିନ୍ତା ଦୂର ହେବ। ଯେକୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। ଅଫିସ୍ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ପିଲାଙ୍କ ପଢ଼ାପାଇଁ ବ୍ୟସ୍ତ ବିବ୍ରତ ହେବେ। ସମାଜସେବାରେ ସମୟ ଦେବେ।
କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଗୁରୁଜନଙ୍କ ଆଶୀର୍ବାଦ ନେବେ।
ତୁଳା: ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। ପଡ଼ୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଆୟବ୍ୟୟ ସମାନ ରହିବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତଙ୍କ ବିବାହରେ ସମସ୍ୟା ଉପୁଜିବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।
କୁମ୍ଭ: କର୍ମଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।
ମୀନ: ରାଜନୀତିରେ ଯୋଗ ଦେଇପାରନ୍ତି। କର୍ମକ୍ଷେତ୍ରରେ ଅସନ୍ତୋଷ ଲାଗି ରହିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅବିଭାବକ ଚିନ୍ତାରେ ରହିବେ। କଠିନ ପରିଶ୍ରମ କରି ସଫଳ ହେବେ।