ଶୁକ୍ରବାର ରାଶିଫଳ ( ୦୮ – ୦୪ – ୨୦୨୨ )

The Sakala Picture
Published On

ମେଷ: ଚତୁରତାର ସହ କାର୍ଯ୍ୟ ତୁଲାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆଦର ସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି। ବୃଷ: ଦିନଟିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ। ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ପ୍ରଶଂସା ପାଇବେ। କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ […]

ମେଷ: ଚତୁରତାର ସହ କାର୍ଯ୍ୟ ତୁଲାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆଦର ସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଦିନଟିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ପ୍ରଶଂସା ପାଇବେ। କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: ବହୁଚେଷ୍ଟା ସତ୍ତ୍ବେ ସାମାନ୍ୟ ଫଳ ପାଇବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।

ସିଂହ: ଉଚ୍ଚ ଆଶା ପୂରଣ ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସୁଫଳ ପାଇବେ।ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା:ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- କଳା।

ତୁଳା: ଦିନଟିରେ ଅନୁଶାସନ ଭିତରେ କାର୍ଯ୍ୟ କରିବେ। ରାଜନୀତିରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

ବିଛା:କର୍ମକ୍ଷେତ୍ରରେ ଆବଦ୍ଧଯୋଗ ମନେ ହେବ। ମହିଳାମାନେ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ବିବ୍ରତ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।

ମକର: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ପଡ଼ୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ବାଇଗଣୀ।

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ପ୍ରଶଂସିତ ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଅାଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ମୀନ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ସାଂସାରିକ ଅଶାନ୍ତି ଓ କଳହ ରହିବ। ଚାକିରିରେ ହତୋତ୍ସାହ ରହିବ। ବାଣିଜ୍ୟରେ ନୌରାଶ୍ୟଜନକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

08 Apr 2022 By The Sakala

ଶୁକ୍ରବାର ରାଶିଫଳ ( ୦୮ – ୦୪ – ୨୦୨୨ )

ମେଷ: ଚତୁରତାର ସହ କାର୍ଯ୍ୟ ତୁଲାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆଦର ସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ: ଦିନଟିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ପ୍ରଶଂସା ପାଇବେ। କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କର୍କଟ: ବହୁଚେଷ୍ଟା ସତ୍ତ୍ବେ ସାମାନ୍ୟ ଫଳ ପାଇବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।

ସିଂହ: ଉଚ୍ଚ ଆଶା ପୂରଣ ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସୁଫଳ ପାଇବେ।ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା:ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- କଳା।

ତୁଳା: ଦିନଟିରେ ଅନୁଶାସନ ଭିତରେ କାର୍ଯ୍ୟ କରିବେ। ରାଜନୀତିରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

ବିଛା:କର୍ମକ୍ଷେତ୍ରରେ ଆବଦ୍ଧଯୋଗ ମନେ ହେବ। ମହିଳାମାନେ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ବିବ୍ରତ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।

ମକର: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ପଡ଼ୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ବାଇଗଣୀ।

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ପ୍ରଶଂସିତ ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଅାଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ମୀନ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ସାଂସାରିକ ଅଶାନ୍ତି ଓ କଳହ ରହିବ। ଚାକିରିରେ ହତୋତ୍ସାହ ରହିବ। ବାଣିଜ୍ୟରେ ନୌରାଶ୍ୟଜନକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

https://www.thesakala.in/horoscope/8th-april-2022-friday-rasiphala/article-10590
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp