ଶୁକ୍ରବାର ରାଶିଫଳ ( ୦୧ – ୦୪ – ୨୦୨୨ )

The Sakala Picture
Published On

ମେଷ: ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି। ବୃଷ: ଦିନଟିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ। ମିଥୁନ: କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇବେ। ଚାକିରିରେ ପଦୋନ୍ନତି […]

ମେଷ: ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଦିନଟିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇବେ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: କର୍ମକ୍ଷେତ୍ରରେ ପଛେଇ ରହିବେ। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍‌।

ସିଂହ: ଦିନଟି ସମସ୍ୟାବହୁଳ ରହିବ। ରାଜନୀତିରେ ଜଟୀଳ ପରିସ୍ଥିତି ରହିବ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ଅପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ବଚ୍ଛଳତା ପ୍ରାପ୍ତି ହେବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

ବିଛା: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ଦାମ୍ପତ୍ୟ ସୁଖମୟ ରହିବ। ଚାକିରିରେ ପ୍ରଶଂସିତ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍‌।

ଧନୁ: ଦିନଟିରେ କର୍ମତତ୍ପର ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।

ମକର: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ହେବେ। ରାଜନିତୀରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀମାନେ ପ୍ରଭାବିତ କରିବେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ଦେଖାଦେବ। ଶିକ୍ଷାର୍ଥୀ ଆଳସ୍ୟ ହେବେ।ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

ମୀନ: ସମାଜରେ ପ୍ରତିଷ୍ଠିତ ହେବେ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍‌।

01 Apr 2022 By The Sakala

https://www.thesakala.in/horoscope/1-april-2022-friday-rasiphala/article-10417
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp