ସୋମବାର ରାଶିଫଳ ( ୦୪ – ୦୪ – ୨୦୨୨ )

The Sakala Picture
Published On

ମେଷ:ବହୁ ଚେଷ୍ଟା କରି ସଫଳତା ପାଇବେ। ସାଂସାରିକ ଉତ୍ତେଜନା ରହିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ। ବୃଷ: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ଅସହଯୋଗ ରହିବ। ଚାକିରିରେ ଚାପରହିବ। ବାଣିଜ୍ୟରେ ବ୍ୟୟବୃଦ୍ଧି ହେବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍। ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ସମ୍ମାନ ପାପ୍ତି ଖୁବ ରାଜନୀତିରେ ସୁନାମ […]

ମେଷ:ବହୁ ଚେଷ୍ଟା କରି ସଫଳତା ପାଇବେ। ସାଂସାରିକ ଉତ୍ତେଜନା ରହିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ଅସହଯୋଗ ରହିବ। ଚାକିରିରେ ଚାପରହିବ। ବାଣିଜ୍ୟରେ ବ୍ୟୟବୃଦ୍ଧି ହେବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ସମ୍ମାନ ପାପ୍ତି ଖୁବ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍ସ୍ |

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ନେଇ ସଫଳ ହେବେ । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ- ୯, ଶୁଭ ରଙ୍ଗ-କମଳା |

ସିଂହ: ଯୋଜନା କରି ସଫଳ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ସୁଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ – ପିଙ୍କ୍ ।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହେବ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ତୁଳା: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ପ୍ରଶଂସିତ ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ଧଳା ।

ବିଛା: ଆର୍ଥିକ ସ୍ତରରେ ପରିବର୍ତ୍ତନ ଆସିବ। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବାଣିଜ୍ୟ ଲାଭଜନକ ରହିବ ଶିକ୍ଷାର୍ଥୀ ଦୃଢ଼ମନା ହେବେ ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: ଦିନଟି ହର୍ମୋଲାସରେ କଟିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ସୁଖୀ ହେବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

ମକର: ବ୍ୟୟ ବହୁଳତା ଓ ମନସ୍ତାପରେ ରହିବେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ଅବହେଳା ରହିପାରେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲ୍‌ଭର୍।

କୁମ୍ଭ: ଦିନଟିରେ ସୁଖ ସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ବେଶ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍ ।

ମୀନ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଆଶନୁରୂପ ଫଳ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା ।

04 Apr 2022 By The Sakala

https://www.thesakala.in/horoscope/4th-april-2022-monday-rasiphala/article-10488
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp