ବୁଧବାର ରାଶିଫଳ ( ୧୩-୦୪-୨୦୨୨ )

The Sakala Picture
Published On

ମେଷ: ପରିଶ୍ରମର ଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମନେ ଉତ୍ସାହତି ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌। ବୃଷ: ଦିନଟିରେ କାର୍ଯ୍ୟମନ୍ଥର ସହ ଖର୍ଚ୍ଚାନ୍ତ ଦେଖାଦେବ।ସାଂସାରିକ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ। ମିଥୁନ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ । […]

ମେଷ: ପରିଶ୍ରମର ଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମନେ ଉତ୍ସାହତି ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ: ଦିନଟିରେ କାର୍ଯ୍ୟମନ୍ଥର ସହ ଖର୍ଚ୍ଚାନ୍ତ ଦେଖାଦେବ।ସାଂସାରିକ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ।ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଦିନଟି ବ୍ୟସ୍ତବିବ୍ରତ ରହିବେ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ଦେଖାଦେଇ ପାରେ । ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

ସିଂହ: କର୍ମକ୍ଷେତ୍ରରେ ସୁଖସନ୍ତୋଷ ପ୍ରାପ୍ତି ହେବ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍‌।

କନ୍ୟା: କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା: ବଡ଼ଧରଣର ସଫଳତା ପାଇପାରନ୍ତି। ରାଜନୀତିରେ ସକ୍ରିୟ ଭୂମିକା ରହିବ। ଚାକିରିରେ ପଦୋନ୍ନତି ଯୋଗ ରହିଛି। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ଧନୁ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ମହିଳାମାନେ ଧର୍ମ ପରାୟଣା ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ମହିଳାମାନେ ଜନସେବାରେ ବ୍ରତୀ ହେବେ।ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ମକର: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ସମସ୍ୟା ଘେରରେ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ।ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

ମୀନ: ଦେହ ଓ ମନ ଭଲ ରହିବ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍‌।

13 Apr 2022 By The Sakala

ବୁଧବାର ରାଶିଫଳ ( ୧୩-୦୪-୨୦୨୨ )

ମେଷ: ପରିଶ୍ରମର ଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମନେ ଉତ୍ସାହତି ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

ବୃଷ: ଦିନଟିରେ କାର୍ଯ୍ୟମନ୍ଥର ସହ ଖର୍ଚ୍ଚାନ୍ତ ଦେଖାଦେବ।ସାଂସାରିକ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ମିଥୁନ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ।ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ: ଦିନଟି ବ୍ୟସ୍ତବିବ୍ରତ ରହିବେ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ଦେଖାଦେଇ ପାରେ । ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

ସିଂହ: କର୍ମକ୍ଷେତ୍ରରେ ସୁଖସନ୍ତୋଷ ପ୍ରାପ୍ତି ହେବ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍‌।

କନ୍ୟା: କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା: ବଡ଼ଧରଣର ସଫଳତା ପାଇପାରନ୍ତି। ରାଜନୀତିରେ ସକ୍ରିୟ ଭୂମିକା ରହିବ। ଚାକିରିରେ ପଦୋନ୍ନତି ଯୋଗ ରହିଛି। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ଧନୁ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ମହିଳାମାନେ ଧର୍ମ ପରାୟଣା ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ମହିଳାମାନେ ଜନସେବାରେ ବ୍ରତୀ ହେବେ।ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ମକର: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ସମସ୍ୟା ଘେରରେ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ।ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

ମୀନ: ଦେହ ଓ ମନ ଭଲ ରହିବ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍‌।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp