ଶନିବାର ରାଶିଫଳ ( ୧୦-୦୪ -୨୦୨୧ )

The Sakala Picture
Published On

ମେଷ:ଦିନଟି ଚଳଚଞ୍ଚଳ ରହିବେ।ଚାକିରିରେ ଦାୟିତ୍ବବାନ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍ ବୃଷ:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ। ମହିଳାମାନେ ସୁଖସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍ ମିଥୁନ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍ […]

ମେଷ:ଦିନଟି ଚଳଚଞ୍ଚଳ ରହିବେ।ଚାକିରିରେ ଦାୟିତ୍ବବାନ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ। ମହିଳାମାନେ ସୁଖସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ:କର୍ମକ୍ଷେତ୍ରରେ କାର୍ଯ୍ୟ ସ୍ଥଗିତ ରହିପାରେ। ଅନ୍ୟକୁ ସାହାଯ୍ୟ କରି ମଧ୍ୟ ଅପଯଶ ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ସିଂହ:ବିଷମ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ ପ୍ରତିବବନ୍ଧକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା: ଦିନଟି ବ୍ୟସ୍ତତା ଭିତରେ କଟିବ। କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଅନୁକୂଳ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ ଅସ୍ଥିରମନା ରହିବେ। ମହିଳାମାନେ ଆଳସ୍ୟ ରହିବେ। ପରିବହଠ,ଶିଳ୍ପ ଓ ବାଣିଜ୍ୟ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ବହୁ ଚେଷ୍ଟା କରି ମଧ୍ୟ ସାମାନ୍ୟ ସଫଳତା ପାଇବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ବାଣିଜ୍ୟରେ ଉତ୍ତେଜନା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ପରିଶ୍ରମ ମୁତାବକ ଫଳ ମିଳିବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ସ୍ବାଭିମାନୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଚାକିରିରେ କାର୍ଯ୍ୟ ଚାପ ରହିବ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:ହର୍ଷୋଲ୍ଲାସ ଭିତରେ ଦିନ କଟିବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

10 Apr 2021 By The Sakala

ଶନିବାର ରାଶିଫଳ ( ୧୦-୦୪ -୨୦୨୧ )

ମେଷ:ଦିନଟି ଚଳଚଞ୍ଚଳ ରହିବେ।ଚାକିରିରେ ଦାୟିତ୍ବବାନ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ। ମହିଳାମାନେ ସୁଖସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ କାର୍ଯ୍ୟ ସ୍ଥଗିତ ରହିପାରେ। ଅନ୍ୟକୁ ସାହାଯ୍ୟ କରି ମଧ୍ୟ ଅପଯଶ ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ସିଂହ:ବିଷମ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ ପ୍ରତିବବନ୍ଧକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା: ଦିନଟି ବ୍ୟସ୍ତତା ଭିତରେ କଟିବ। କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଅନୁକୂଳ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ ଅସ୍ଥିରମନା ରହିବେ। ମହିଳାମାନେ ଆଳସ୍ୟ ରହିବେ। ପରିବହଠ,ଶିଳ୍ପ ଓ ବାଣିଜ୍ୟ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ବହୁ ଚେଷ୍ଟା କରି ମଧ୍ୟ ସାମାନ୍ୟ ସଫଳତା ପାଇବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ବାଣିଜ୍ୟରେ ଉତ୍ତେଜନା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ପରିଶ୍ରମ ମୁତାବକ ଫଳ ମିଳିବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ସ୍ବାଭିମାନୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଚାକିରିରେ କାର୍ଯ୍ୟ ଚାପ ରହିବ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:ହର୍ଷୋଲ୍ଲାସ ଭିତରେ ଦିନ କଟିବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

https://www.thesakala.in/horoscope/10th-april-2021-saturday-rasiphala/article-1396
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp