ଶୁକ୍ରବାର ରାଶିଫଳ ( ୨୮ – ୦୪ – ୨୦୨୩ )

The Sakala Picture
Published On

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। କାର୍ଯ୍ୟଭାର ବଢ଼ିବ। ଅଯଥା ଖର୍ଚ୍ଚ କରିପାରନ୍ତି। ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, […]

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୮-୦୪-୨୦୨୬)

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। କାର୍ଯ୍ୟଭାର ବଢ଼ିବ। ଅଯଥା ଖର୍ଚ୍ଚ କରିପାରନ୍ତି।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୪-୨୦୨୬)

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଉତ୍କୃଷ୍ଟ କାର୍ଯ୍ୟ ପାଇଁ ଅଧିକାରୀଙ୍କ ସହଯୋଗ ମିଳିପାରେ। କୌଣସି ଶୁଭ ସମ୍ବାଦ ମିଳିବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୪-୦୪-୨୦୨୬ )

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କିଛି କ୍ଷେତ୍ରରେ ଅସଫଳ ରହିବେ। ଅଚାନକ ଧନ ପ୍ରାପ୍ତି ଯୋଗ ଅଛି। କାଳୀ ମା’ଙ୍କ ପୂଜା କରନ୍ତୁ। ଭାଗ୍ୟ ଆପଣଙ୍କ ସାଥ୍ ଦେବ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ପରିବାର ସହିତ ସମୟ ଅତିବାହିତ କରିବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପରିବାରର ସମର୍ଥନ ଓ ସହଯୋଗ ମଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ପରିବାରରେ ଖୁସିର ପରିବେଶ ରହିବ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ମାନସିକ ଓ କାର୍ଯ୍ୟ ସ୍ଥିତି ଉତ୍ତମ ରହିବ। ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ।

ମୀନ: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ବିବାହକୁ ନେଇ ସମସ୍ୟା ଉପୁଜିବ।

28 Apr 2023 By The Sakala

ଶୁକ୍ରବାର ରାଶିଫଳ ( ୨୮ – ୦୪ – ୨୦୨୩ )

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। କାର୍ଯ୍ୟଭାର ବଢ଼ିବ। ଅଯଥା ଖର୍ଚ୍ଚ କରିପାରନ୍ତି।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଉତ୍କୃଷ୍ଟ କାର୍ଯ୍ୟ ପାଇଁ ଅଧିକାରୀଙ୍କ ସହଯୋଗ ମିଳିପାରେ। କୌଣସି ଶୁଭ ସମ୍ବାଦ ମିଳିବ।

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କିଛି କ୍ଷେତ୍ରରେ ଅସଫଳ ରହିବେ। ଅଚାନକ ଧନ ପ୍ରାପ୍ତି ଯୋଗ ଅଛି। କାଳୀ ମା’ଙ୍କ ପୂଜା କରନ୍ତୁ। ଭାଗ୍ୟ ଆପଣଙ୍କ ସାଥ୍ ଦେବ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ପରିବାର ସହିତ ସମୟ ଅତିବାହିତ କରିବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପରିବାରର ସମର୍ଥନ ଓ ସହଯୋଗ ମଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ପରିବାରରେ ଖୁସିର ପରିବେଶ ରହିବ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ମାନସିକ ଓ କାର୍ଯ୍ୟ ସ୍ଥିତି ଉତ୍ତମ ରହିବ। ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ।

ମୀନ: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ବିବାହକୁ ନେଇ ସମସ୍ୟା ଉପୁଜିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp