ଗୁରୁବାର ରାଶିଫଳ (୧୩-୦୫-୨୦୨୧)

The Sakala Picture
Published On

ମେଷ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସହଯୋଗ ପାଇ ଆଗେଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ:ଶ୍ରୀଚନ୍ଦ୍ର କାରଣରୁ ପ୍ରତିକାର୍ଯ୍ୟରେ ଅନୁକୂଳ ରହିବ। ଚାକିରୀରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍ ମିଥୁନ:ବ୍ୟୟ ବହୁଳତା କାରଣରୁ ଅଭାବରେ ପଡିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ୱନ୍ଦୀ ବୃଦ୍ଧି ପାଇବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍ […]

ମେଷ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସହଯୋଗ ପାଇ ଆଗେଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ:ଶ୍ରୀଚନ୍ଦ୍ର କାରଣରୁ ପ୍ରତିକାର୍ଯ୍ୟରେ ଅନୁକୂଳ ରହିବ। ଚାକିରୀରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ମିଥୁନ:ବ୍ୟୟ ବହୁଳତା କାରଣରୁ ଅଭାବରେ ପଡିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ୱନ୍ଦୀ ବୃଦ୍ଧି ପାଇବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ:ସମାଜରେ ଉଚ୍ଚ ଆସନରେ ମଣ୍ଡିତ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଲାଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଧନସମ୍ମାନ ଯୋଗ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଯୋଜନା କରି ସଫଳ ହେବେ। ସାଂସାରିକ ଶୃଙ୍ଖଳିତ ରହିବେ। ମହିଳାମାନେ ଆଦର୍ଶ ପରାୟଣା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ।ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିବ। ବାଣିଜ୍ୟରେ ମଧ୍ୟମ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ଆପ୍ରାଣ ଉଦ୍ୟମ କରି ସୁଫଳ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ସାଂସାରିକ ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

କୁମ୍ଭ:ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ସାଂସାରିକ ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ରହିପାରେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ସମାଜରେ ପ୍ରତିଷ୍ଠିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆଜ୍ଞାଧୀନ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

13 May 2021 By The Sakala

https://www.thesakala.in/horoscope/thursday-horoscope-13-may-2021/article-2135
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp